1 Chronicles 27 (IRVO)

1 ଆପଣା ଆପଣା ସଂଖ୍ୟାନୁସାରେ ଇସ୍ରାଏଲ-ସନ୍ତାନଗଣ, ଅର୍ଥାତ୍‍, ପିତୃବଂଶର ପ୍ରଧାନମାନେ ଓ ସହସ୍ରପତିମାନେ ଓ ଶତପତିମାନେ ଓ ସେମାନଙ୍କର କାର୍ଯ୍ୟଶାସକମାନେ, ବର୍ଷର ସମୁଦାୟ ମାସରେ ମାସକୁ ମାସ ପାଳିର ଯେକୌଣସି ବିଷୟରେ ରାଜାଙ୍କର ସେବା କରିବାକୁ ଆସିଲେ ଓ ଗଲେ, ସେମାନଙ୍କ ପ୍ରତ୍ୟେକ ପାଳିରେ ଚବିଶ ହଜାର ଲୋକ ଥିଲେ। 2 ପ୍ରଥମ ପାଳି ଉପରେ ପ୍ରଥମ ମାସ ନିମନ୍ତେ ସବ୍‍ଦୀୟେଲର ପୁତ୍ର ଯାଶ୍‍ବୀୟାମ୍‍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। 3 ସେ ପେରସ ବଂଶୀୟ ଲୋକ, ପ୍ରଥମ ମାସ ପାଇଁ ନିଯୁକ୍ତ ସକଳ ସେନାପତିଙ୍କ ଉପରେ ପ୍ରଧାନ ଥିଲା। 4 ଦ୍ୱିତୀୟ ମାସର ପାଳି ଉପରେ ଅହୋହୀୟ ଦୋଦୟ ଓ ତାହାର ଦଳୀୟ ଲୋକ ଥିଲେ; ମିକ୍ଲୋତ୍‍ ଶାସକ ଥିଲା ଓ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। 5 ତୃତୀୟ ମାସ ନିମନ୍ତେ ତୃତୀୟ ସେନାପତି ଯିହୋୟାଦା ଯାଜକର ପୁତ୍ର ବନାୟ ପ୍ରଧାନ ଥିଲା; ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। 6 ଏହି ବନାୟ ତିରିଶ ବୀରଙ୍କ ମଧ୍ୟରେ ଗଣିତ ଓ ସେହି ତିରିଶ ଜଣଙ୍କ ଉପରେ ପ୍ରଧାନ ଥିଲା; ଆଉ ତାହାର ପାଳିରେ ତାହାର ପୁତ୍ର ଅମ୍ମୀଷାବଦ୍‍ ଥିଲା। 7 ଚତୁର୍ଥ ମାସ ପାଇଁ ଚତୁର୍ଥ ସେନାପତି ଯୋୟାବର ଭ୍ରାତା ଅସାହେଲ ଥିଲା ଓ ତାହା ଉତ୍ତାରେ ତାହାର ପୁତ୍ର ସବଦୀୟ; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। 8 ପଞ୍ଚମ ମାସ ନିମନ୍ତେ ପଞ୍ଚମ ସେନାପତି ଯିଷ୍ରାହୀୟ ଶମ୍ମୋତ୍‍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। 9 ଷଷ୍ଠ ମାସ ନିମନ୍ତେ ଷଷ୍ଠ ସେନାପତି ତକୋୟୀୟ ଇକ୍‍କେଶର ପୁତ୍ର ଈରା ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। 10 ସପ୍ତମ ମାସ ନିମନ୍ତେ ସେନାପତି ଇଫ୍ରୟିମ-ବଂଶଜାତ ପଲୋନୀୟ ହେଲସ୍‍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। 11 ଅଷ୍ଟମ ମାସ ନିମନ୍ତେ ଅଷ୍ଟମ ସେନାପତି ସେରହ-ବଂଶଜାତ ହୂଶାତୀୟ ସିବ୍ବଖୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। 12 ନବମ ମାସ ନିମନ୍ତେ ନବମ ସେନାପତି ବିନ୍ୟାମୀନ୍-ବଂଶଜାତ ଅନାଥୋତୀୟ ଅବୀୟେଷର ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। 13 ଦଶମ ମାସ ନିମନ୍ତେ ଦଶମ ସେନାପତି ସେରହ-ବଂଶଜାତ ନଟୋଫାତୀୟ ମହରୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। 14 ଏକାଦଶ ମାସ ନିମନ୍ତେ ଏକାଦଶ ସେନାପତି ଇଫ୍ରୟିମ-ବଂଶଜାତ ପିରୀୟାଥୋନୀୟ ବନାୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। 15 ଦ୍ୱାଦଶ ମାସ ନିମନ୍ତେ ଦ୍ୱାଦଶ ସେନାପତି ଅତ୍ନୀୟେଲ-ବଂଶଜାତ ନଟୋଫାତୀୟ ହିଲ୍‍ଦୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। 16 ଆହୁରି ଇସ୍ରାଏଲର ବଂଶାଧ୍ୟକ୍ଷଗଣ;ରୁବେନୀୟମାନଙ୍କ ମଧ୍ୟରେ ସିଖ୍ରିର ପୁତ୍ର ଅଧ୍ୟକ୍ଷ ଇଲୀୟେଜର;ଶିମୀୟୋନୀୟମାନଙ୍କ ମଧ୍ୟରେ ମାଖାର ପୁତ୍ର ଶଫଟୀୟ। 17 ଲେବୀ-ବଂଶ ମଧ୍ୟରେ କମୂୟେଲର ପୁତ୍ର ହଶବୀୟ; ହାରୋଣ-ବଂଶ ମଧ୍ୟରେ ସାଦୋକ। 18 ଯିହୁଦା ବଂଶ ମଧ୍ୟରେ ଦାଉଦଙ୍କର ଜଣେ ଭ୍ରାତା ଇଲୀହୂ;ଇଷାଖର ବଂଶ ମଧ୍ୟରେ ମୀଖାୟେଲର ପୁତ୍ର ଅମ୍ରି। 19 ସବୂଲୂନ ବଂଶ ମଧ୍ୟରେ ଓବଦୀୟର ପୁତ୍ର ଯିଶ୍ମୟୀୟ;ନପ୍ତାଲି ବଂଶ ମଧ୍ୟରେ ଅସ୍ରୀୟେଲର ପୁତ୍ର ଯିରେମୋତ୍‍। 20 ଇଫ୍ରୟିମ-ସନ୍ତାନଗଣ ମଧ୍ୟରେ ଅସସୀୟର ପୁତ୍ର ହୋଶେୟ;ମନଃଶିର ଅର୍ଦ୍ଧ ବଂଶ ମଧ୍ୟରେ ପଦାୟର ପୁତ୍ର ଯୋୟେଲ। 21 ଗିଲୀୟଦସ୍ଥ ମନଃଶିର ଅର୍ଦ୍ଧ ବଂଶ ମଧ୍ୟରେ ଜିଖରୀୟର ପୁତ୍ର ଇଦ୍ଦୋ;ବିନ୍ୟାମୀନ୍ ବଂଶ ମଧ୍ୟରେ ଅବ୍‍ନରର ପୁତ୍ର ଯାସୀୟେଲ୍‍। 22 ଦାନ୍ ବଂଶ ମଧ୍ୟରେ ଯିରୋହମର ପୁତ୍ର ଅସରେଲ୍‍;ଏମାନେ ଇସ୍ରାଏଲର ବଂଶାଧ୍ୟକ୍ଷ ଥିଲେ। 23 ମାତ୍ର ଦାଉଦ କୋଡ଼ିଏ ବର୍ଷ ଓ ତହିଁରୁ ନ୍ୟୂନ ବୟସ୍କ ଲୋକମାନଙ୍କର ସଂଖ୍ୟା ନେଲେ ନାହିଁ। କାରଣ ସଦାପ୍ରଭୁ ଆକାଶମଣ୍ଡଳର ତାରାଗଣ ତୁଲ୍ୟ ଇସ୍ରାଏଲକୁ ବହୁସଂଖ୍ୟକ କରିବେ ବୋଲି କହିଥିଲେ। 24 ସରୁୟାର ପୁତ୍ର ଯୋୟାବ ଗଣନା କରିବାକୁ ଆରମ୍ଭ କରିଥିଲା, ମାତ୍ର ସମାପ୍ତ କଲା ନାହିଁ; କାରଣ, ସେହି ଗଣନା ସକାଶୁ ଇସ୍ରାଏଲ ଉପରେ କ୍ରୋଧ ଉପସ୍ଥିତ ହେଲା; ପୁଣି, ସେହି ସଂଖ୍ୟା ଦାଉଦ ରାଜାଙ୍କର ଇତିହାସ ପୁସ୍ତକରେ ଲେଖାଗଲା ନାହିଁ। 25 ଆଉ, ଅଦୀୟେଲର ପୁତ୍ର ଅସ୍ମାବତ୍‍ ରାଜାଙ୍କ କୋଷାଧ୍ୟକ୍ଷ, ପୁଣି, ଉଷୀୟର ପୁତ୍ର ଯୋନାଥନ କ୍ଷେତ୍ର, ନଗର ଓ ଗ୍ରାମ ଓ ଦୁର୍ଗସ୍ଥିତ ଭଣ୍ଡାରସବୁର ଅଧ୍ୟକ୍ଷ ଥିଲା। 26 ଆଉ କଲୂବର ପୁତ୍ର ଇଷ୍ରି କୃଷିକର୍ମକାରୀମାନଙ୍କର ଅଧ୍ୟକ୍ଷ ଥିଲା। 27 ରାମାଥୀୟ ଶିମୀୟି ଦ୍ରାକ୍ଷାକ୍ଷେତ୍ରସକଳର ଅଧ୍ୟକ୍ଷ ଓ ଶିଫ୍‍ମୀୟ ସବ୍‍ଦି ଦ୍ରାକ୍ଷାକ୍ଷେତ୍ରୋତ୍ପନ୍ନ ଦ୍ରାକ୍ଷାରସ-ଭଣ୍ଡାରର ଅଧ୍ୟକ୍ଷ ଥିଲା। 28 ପୁଣି, ଗାଦେରୀୟ ବାଲ୍‍ହାନନ୍‍ ତଳଭୂମିସ୍ଥିତ ଜୀତବୃକ୍ଷ ଓ ଡିମ୍ବିରି ବୃକ୍ଷସବୁର ଅଧ୍ୟକ୍ଷ ଓ ଯୋୟାଶ୍‍ ତୈଳ-ଭଣ୍ଡାରର ଅଧ୍ୟକ୍ଷ ଥିଲା। 29 ଆଉ ଶାରୋଣୀୟ ସିଟ୍ରୟ ଶାରୋଣରେ ଚରିବା ପଶୁପଲର ଅଧ୍ୟକ୍ଷ; ପୁଣି, ଅଦ୍‍ଲୟର ପୁତ୍ର ଶାଫଟ୍‍ ସବୁ ଉପତ୍ୟକାସ୍ଥିତ ପଶୁପଲର ଅଧ୍ୟକ୍ଷ ଥିଲା। 30 ଇଶ୍ମାୟେଲୀୟ ଓବୀଲ୍‍ ଉଷ୍ଟ୍ରଗଣର ଅଧ୍ୟକ୍ଷ ଓ ମେରୋଣୋଥୀୟ ଯେହଦୀୟ ଗର୍ଦ୍ଦଭୀଗଣର ଅଧ୍ୟକ୍ଷ ଥିଲା। 31 ହାଗରୀୟ ଯାଷୀଷ୍‍ ସବୁ ମେଷପଲର ଅଧ୍ୟକ୍ଷ ଥିଲା; ଏସମସ୍ତେ ଦାଉଦ ରାଜାଙ୍କର ସମ୍ପତ୍ତିର ଅଧ୍ୟକ୍ଷ ଥିଲେ। 32 ଆହୁରି ଦାଉଦଙ୍କର ପିତୃବ୍ୟ ଯୋନାଥନ ମନ୍ତ୍ରୀ ଥିଲା, ସେ ବିଜ୍ଞ ଓ ଲେଖକ। ଆଉ ହକ୍‍ମୋନୀୟର ପୁତ୍ର ଯିହୀୟେଲ ରାଜପୁତ୍ରମାନଙ୍କର ସଙ୍ଗୀ ଥିଲା। 33 ଅହୀଥୋଫଲ ରାଜମନ୍ତ୍ରୀ ଓ ଅର୍କୀୟ ହୂଶୟ ରାଜମିତ୍ର ଥିଲା। 34 ଆଉ ଅହୀଥୋଫଲ ଉତ୍ତାରେ ବନାୟର ପୁତ୍ର ଯିହୋୟାଦା ଓ ଅବୀୟାଥର ଥିଲେ; ପୁଣି, ଯୋୟାବ ରାଜାଙ୍କ ସୈନ୍ୟର ଅଧିପତି ଥିଲା।

In Other Versions

1 Chronicles 27 in the ANGEFD

1 Chronicles 27 in the ANTPNG2D

1 Chronicles 27 in the AS21

1 Chronicles 27 in the BAGH

1 Chronicles 27 in the BBPNG

1 Chronicles 27 in the BBT1E

1 Chronicles 27 in the BDS

1 Chronicles 27 in the BEV

1 Chronicles 27 in the BHAD

1 Chronicles 27 in the BIB

1 Chronicles 27 in the BLPT

1 Chronicles 27 in the BNT

1 Chronicles 27 in the BNTABOOT

1 Chronicles 27 in the BNTLV

1 Chronicles 27 in the BOATCB

1 Chronicles 27 in the BOATCB2

1 Chronicles 27 in the BOBCV

1 Chronicles 27 in the BOCNT

1 Chronicles 27 in the BOECS

1 Chronicles 27 in the BOGWICC

1 Chronicles 27 in the BOHCB

1 Chronicles 27 in the BOHCV

1 Chronicles 27 in the BOHLNT

1 Chronicles 27 in the BOHNTLTAL

1 Chronicles 27 in the BOICB

1 Chronicles 27 in the BOILNTAP

1 Chronicles 27 in the BOITCV

1 Chronicles 27 in the BOKCV

1 Chronicles 27 in the BOKCV2

1 Chronicles 27 in the BOKHWOG

1 Chronicles 27 in the BOKSSV

1 Chronicles 27 in the BOLCB

1 Chronicles 27 in the BOLCB2

1 Chronicles 27 in the BOMCV

1 Chronicles 27 in the BONAV

1 Chronicles 27 in the BONCB

1 Chronicles 27 in the BONLT

1 Chronicles 27 in the BONUT2

1 Chronicles 27 in the BOPLNT

1 Chronicles 27 in the BOSCB

1 Chronicles 27 in the BOSNC

1 Chronicles 27 in the BOTLNT

1 Chronicles 27 in the BOVCB

1 Chronicles 27 in the BOYCB

1 Chronicles 27 in the BPBB

1 Chronicles 27 in the BPH

1 Chronicles 27 in the BSB

1 Chronicles 27 in the CCB

1 Chronicles 27 in the CUV

1 Chronicles 27 in the CUVS

1 Chronicles 27 in the DBT

1 Chronicles 27 in the DGDNT

1 Chronicles 27 in the DHNT

1 Chronicles 27 in the DNT

1 Chronicles 27 in the ELBE

1 Chronicles 27 in the EMTV

1 Chronicles 27 in the ESV

1 Chronicles 27 in the FBV

1 Chronicles 27 in the FEB

1 Chronicles 27 in the GGMNT

1 Chronicles 27 in the GNT

1 Chronicles 27 in the HARY

1 Chronicles 27 in the HNT

1 Chronicles 27 in the IRVA

1 Chronicles 27 in the IRVB

1 Chronicles 27 in the IRVG

1 Chronicles 27 in the IRVH

1 Chronicles 27 in the IRVK

1 Chronicles 27 in the IRVM

1 Chronicles 27 in the IRVM2

1 Chronicles 27 in the IRVP

1 Chronicles 27 in the IRVT

1 Chronicles 27 in the IRVT2

1 Chronicles 27 in the IRVU

1 Chronicles 27 in the ISVN

1 Chronicles 27 in the JSNT

1 Chronicles 27 in the KAPI

1 Chronicles 27 in the KBT1ETNIK

1 Chronicles 27 in the KBV

1 Chronicles 27 in the KJV

1 Chronicles 27 in the KNFD

1 Chronicles 27 in the LBA

1 Chronicles 27 in the LBLA

1 Chronicles 27 in the LNT

1 Chronicles 27 in the LSV

1 Chronicles 27 in the MAAL

1 Chronicles 27 in the MBV

1 Chronicles 27 in the MBV2

1 Chronicles 27 in the MHNT

1 Chronicles 27 in the MKNFD

1 Chronicles 27 in the MNG

1 Chronicles 27 in the MNT

1 Chronicles 27 in the MNT2

1 Chronicles 27 in the MRS1T

1 Chronicles 27 in the NAA

1 Chronicles 27 in the NASB

1 Chronicles 27 in the NBLA

1 Chronicles 27 in the NBS

1 Chronicles 27 in the NBVTP

1 Chronicles 27 in the NET2

1 Chronicles 27 in the NIV11

1 Chronicles 27 in the NNT

1 Chronicles 27 in the NNT2

1 Chronicles 27 in the NNT3

1 Chronicles 27 in the PDDPT

1 Chronicles 27 in the PFNT

1 Chronicles 27 in the RMNT

1 Chronicles 27 in the SBIAS

1 Chronicles 27 in the SBIBS

1 Chronicles 27 in the SBIBS2

1 Chronicles 27 in the SBICS

1 Chronicles 27 in the SBIDS

1 Chronicles 27 in the SBIGS

1 Chronicles 27 in the SBIHS

1 Chronicles 27 in the SBIIS

1 Chronicles 27 in the SBIIS2

1 Chronicles 27 in the SBIIS3

1 Chronicles 27 in the SBIKS

1 Chronicles 27 in the SBIKS2

1 Chronicles 27 in the SBIMS

1 Chronicles 27 in the SBIOS

1 Chronicles 27 in the SBIPS

1 Chronicles 27 in the SBISS

1 Chronicles 27 in the SBITS

1 Chronicles 27 in the SBITS2

1 Chronicles 27 in the SBITS3

1 Chronicles 27 in the SBITS4

1 Chronicles 27 in the SBIUS

1 Chronicles 27 in the SBIVS

1 Chronicles 27 in the SBT

1 Chronicles 27 in the SBT1E

1 Chronicles 27 in the SCHL

1 Chronicles 27 in the SNT

1 Chronicles 27 in the SUSU

1 Chronicles 27 in the SUSU2

1 Chronicles 27 in the SYNO

1 Chronicles 27 in the TBIAOTANT

1 Chronicles 27 in the TBT1E

1 Chronicles 27 in the TBT1E2

1 Chronicles 27 in the TFTIP

1 Chronicles 27 in the TFTU

1 Chronicles 27 in the TGNTATF3T

1 Chronicles 27 in the THAI

1 Chronicles 27 in the TNFD

1 Chronicles 27 in the TNT

1 Chronicles 27 in the TNTIK

1 Chronicles 27 in the TNTIL

1 Chronicles 27 in the TNTIN

1 Chronicles 27 in the TNTIP

1 Chronicles 27 in the TNTIZ

1 Chronicles 27 in the TOMA

1 Chronicles 27 in the TTENT

1 Chronicles 27 in the UBG

1 Chronicles 27 in the UGV

1 Chronicles 27 in the UGV2

1 Chronicles 27 in the UGV3

1 Chronicles 27 in the VBL

1 Chronicles 27 in the VDCC

1 Chronicles 27 in the YALU

1 Chronicles 27 in the YAPE

1 Chronicles 27 in the YBVTP

1 Chronicles 27 in the ZBP