Amos 1 (IRVO)
1 ଯିହୁଦାର ରାଜା ଉଷୀୟର ଅଧିକାର ସମୟରେ ଓ ଯୋୟାଶ୍ର ପୁତ୍ର ଇସ୍ରାଏଲର ରାଜା ଯାରବୀୟାମର ଅଧିକାର ସମୟରେ, ଭୂମିକମ୍ପର ଦୁଇ ବର୍ଷର ପୂର୍ବରେ ତକୋୟସ୍ଥ ଗୋପାଳକମାନଙ୍କର ମଧ୍ୟବର୍ତ୍ତୀ ଆମୋଷ ଇସ୍ରାଏଲ ବିଷୟରେ ଯେଉଁ ଯେଉଁ ଦର୍ଶନ ପାଇଲେ, ତଦ୍ବିଷୟକ ତାଙ୍କର ବାକ୍ୟ। 2 ପୁଣି ସେ କହିଲେ,“ସଦାପ୍ରଭୁ ସିୟୋନରୁ ଗର୍ଜ୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ;ତହିଁରେ ମେଷପାଳକମାନଙ୍କର ଚରାଣି ସ୍ଥାନସକଳ ଶୋକ କରିବଓ କର୍ମିଲର ଶିଖର ଶୁଷ୍କ ହେବ।” 3 ସଦାପ୍ରଭୁ ଏହି କଥା କହନ୍ତି,“ଆମ୍ଭେ ଦମ୍ମେଶକର ତିନି, ହଁ, ଚାରି ଅପରାଧ ସକାଶୁତହିଁର ଦଣ୍ଡ ନିବାରଣ କରିବା ନାହିଁ;କାରଣ ସେମାନେ ଲୌହମୟ ଶସ୍ୟମର୍ଦ୍ଦନ ଯନ୍ତ୍ରରେଗିଲୀୟଦକୁ ମର୍ଦ୍ଦନ କରିଅଛନ୍ତି; 4 ମାତ୍ର ଆମ୍ଭେ ହସାୟେଲ ରାଜାଙ୍କ ବଂଶ ନିକଟକୁ ଅଗ୍ନି ପ୍ରେରଣ କରିବାଓ ତାହା ବିନ୍ହଦଦ୍ର ଅଟ୍ଟାଳିକାସବୁ ଗ୍ରାସ କରିବ। 5 ପୁଣି, ଆମ୍ଭେ ଦମ୍ମେଶକର ଅର୍ଗଳ ଭାଙ୍ଗି ପକାଇବାଓ ଆବନ ଉପତ୍ୟକାରୁ ନିବାସକାରୀକୁଓ ବେଥ୍-ଏଦନ ବଂଶରୁ ରାଜଦଣ୍ଡଧାରୀକୁ ଉଚ୍ଛିନ୍ନ କରିବା।ପୁଣି, ସଦାପ୍ରଭୁ କହନ୍ତି,ଅରାମର ଲୋକମାନେ ନିର୍ବାସିତ ହୋଇ କୀର୍କୁ ଯିବେ।” 6 ସଦାପ୍ରଭୁ ଏହି କଥା କହନ୍ତି,“ଆମ୍ଭେ ଘସାର ତିନି, ହଁ, ଚାରି ଅପରାଧ ସକାଶୁତହିଁର ଦଣ୍ଡ ନିବାରଣ କରିବା ନାହିଁ;କାରଣ ସେମାନେ ଇଦୋମର ହସ୍ତରେ ସମର୍ପଣ କରିବା ପାଇଁସମୁଦାୟ ଲୋକଙ୍କୁ ବନ୍ଦୀ କରି ନେଇଗଲେ। 7 ମାତ୍ର ଆମ୍ଭେ ଘସାର ପ୍ରାଚୀର ଉପରେ ଅଗ୍ନି ନିକ୍ଷେପ କରିବାଓ ତାହା ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ। 8 ଆଉ, ଆମ୍ଭେ ଅସ୍ଦୋଦରୁ ନିବାସକାରୀକୁଓ ଅସ୍କିଲୋନରୁ ରାଜଦଣ୍ଡଧାରୀକୁ ଉଚ୍ଛିନ୍ନ କରିବା;ଆମ୍ଭେ ଇକ୍ରୋଣ ସହରର ବିପକ୍ଷରେ ଆପଣା ହସ୍ତ ଫେରାଇବାଓ ପଲେଷ୍ଟୀୟମାନଙ୍କର ଅବଶିଷ୍ଟାଂଶ ବିନଷ୍ଟ ହେବେ।”ଏହା ପ୍ରଭୁ ସଦାପ୍ରଭୁ କହନ୍ତି। 9 ସଦାପ୍ରଭୁ ଏହି କଥା କହନ୍ତି,“ଆମ୍ଭେ ସୋରର ତିନି, ହଁ, ଚାରି ଅପରାଧ ସକାଶୁତହିଁର ଦଣ୍ଡ ନିବାରଣ କରିବା ନାହିଁ;କାରଣ ସେମାନେ ସମୁଦାୟ ଲୋକଙ୍କୁ ଇଦୋମର ହସ୍ତରେ ସମର୍ପଣ କଲେଓ ଭ୍ରାତୃ ନିୟମ ସ୍ମରଣ କଲେ ନାହିଁ; 10 ମାତ୍ର ଆମ୍ଭେ ସୋରର ପ୍ରାଚୀର ଉପରେ ଅଗ୍ନି ନିକ୍ଷେପ କରିବାଓ ତାହା ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ।” 11 ସଦାପ୍ରଭୁ ଏହି କଥା କହନ୍ତି,“ଆମ୍ଭେ ଇଦୋମର ତିନି, ହଁ, ଚାରି ଅପରାଧ ସକାଶୁତହିଁର ଦଣ୍ଡ ନିବାରଣ କରିବା ନାହିଁ;କାରଣ ସେ ଖଡ୍ଗ ଧରି ଆପଣା ଭ୍ରାତାକୁ ଗୋଡ଼ାଇଲା ଓ ସବୁ ଦୟା ପରିତ୍ୟାଗ କଲା,ତାହାର କ୍ରୋଧ ନିତ୍ୟ ବିଦୀର୍ଣ୍ଣ କଲା ଓ ସେ ଆପଣା କୋପ ସଦାକାଳ ରଖିଲା। 12 ମାତ୍ର ଆମ୍ଭେ ତୈମନ୍ ଉପରେ ଅଗ୍ନି ନିକ୍ଷେପ କରିବାଓ ତାହା ବସ୍ରାର ଅଟ୍ଟାଳିକାସବୁ ଗ୍ରାସ କରିବ।” 13 ସଦାପ୍ରଭୁ ଏହି କଥା କହନ୍ତି,“ଆମ୍ଭେ ଅମ୍ମୋନ-ସନ୍ତାନଗଣର ତିନି, ହଁ, ଚାରି ଅପରାଧ ସକାଶୁସେମାନଙ୍କର ଦଣ୍ଡ ନିବାରଣ କରିବା ନାହିଁ;କାରଣ ସେମାନେ ଆପଣାମାନଙ୍କର ସୀମା ବୃଦ୍ଧି କରିବା ନିମନ୍ତେଗିଲୀୟଦର ଗର୍ଭିଣୀ ସ୍ତ୍ରୀମାନଙ୍କର ଉଦର ଚିରି ପକାଇଅଛନ୍ତି। 14 ମାତ୍ର ଆମ୍ଭେ ରବ୍ବାର ପ୍ରାଚୀର ଉପରେ ଅଗ୍ନି ଜ୍ୱଳାଇବାଓ ତାହା ଯୁଦ୍ଧ ଦିନରେ ମହାନାଦ ଓ ଘୂର୍ଣ୍ଣିବାୟୁର ଦିନରେପ୍ରଚଣ୍ଡ ତୋଫାନ ସହିତ ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ। 15 ପୁଣି, ସେମାନଙ୍କର ରାଜା, ସେ ଓ ତାହାର ଅଧିପତିଗଣଏକ ସଙ୍ଗେ ନିର୍ବାସିତ ହୋଇଯିବେ।ଏହା ସଦାପ୍ରଭୁ କହନ୍ତି।”
In Other Versions
Amos 1 in the ANGEFD
Amos 1 in the ANTPNG2D
Amos 1 in the AS21
Amos 1 in the BAGH
Amos 1 in the BBPNG
Amos 1 in the BBT1E
Amos 1 in the BDS
Amos 1 in the BEV
Amos 1 in the BHAD
Amos 1 in the BIB
Amos 1 in the BLPT
Amos 1 in the BNT
Amos 1 in the BNTABOOT
Amos 1 in the BNTLV
Amos 1 in the BOATCB
Amos 1 in the BOATCB2
Amos 1 in the BOBCV
Amos 1 in the BOCNT
Amos 1 in the BOECS
Amos 1 in the BOGWICC
Amos 1 in the BOHCB
Amos 1 in the BOHCV
Amos 1 in the BOHLNT
Amos 1 in the BOHNTLTAL
Amos 1 in the BOICB
Amos 1 in the BOILNTAP
Amos 1 in the BOITCV
Amos 1 in the BOKCV
Amos 1 in the BOKCV2
Amos 1 in the BOKHWOG
Amos 1 in the BOKSSV
Amos 1 in the BOLCB
Amos 1 in the BOLCB2
Amos 1 in the BOMCV
Amos 1 in the BONAV
Amos 1 in the BONCB
Amos 1 in the BONLT
Amos 1 in the BONUT2
Amos 1 in the BOPLNT
Amos 1 in the BOSCB
Amos 1 in the BOSNC
Amos 1 in the BOTLNT
Amos 1 in the BOVCB
Amos 1 in the BOYCB
Amos 1 in the BPBB
Amos 1 in the BPH
Amos 1 in the BSB
Amos 1 in the CCB
Amos 1 in the CUV
Amos 1 in the CUVS
Amos 1 in the DBT
Amos 1 in the DGDNT
Amos 1 in the DHNT
Amos 1 in the DNT
Amos 1 in the ELBE
Amos 1 in the EMTV
Amos 1 in the ESV
Amos 1 in the FBV
Amos 1 in the FEB
Amos 1 in the GGMNT
Amos 1 in the GNT
Amos 1 in the HARY
Amos 1 in the HNT
Amos 1 in the IRVA
Amos 1 in the IRVB
Amos 1 in the IRVG
Amos 1 in the IRVH
Amos 1 in the IRVK
Amos 1 in the IRVM
Amos 1 in the IRVM2
Amos 1 in the IRVP
Amos 1 in the IRVT
Amos 1 in the IRVT2
Amos 1 in the IRVU
Amos 1 in the ISVN
Amos 1 in the JSNT
Amos 1 in the KAPI
Amos 1 in the KBT1ETNIK
Amos 1 in the KBV
Amos 1 in the KJV
Amos 1 in the KNFD
Amos 1 in the LBA
Amos 1 in the LBLA
Amos 1 in the LNT
Amos 1 in the LSV
Amos 1 in the MAAL
Amos 1 in the MBV
Amos 1 in the MBV2
Amos 1 in the MHNT
Amos 1 in the MKNFD
Amos 1 in the MNG
Amos 1 in the MNT
Amos 1 in the MNT2
Amos 1 in the MRS1T
Amos 1 in the NAA
Amos 1 in the NASB
Amos 1 in the NBLA
Amos 1 in the NBS
Amos 1 in the NBVTP
Amos 1 in the NET2
Amos 1 in the NIV11
Amos 1 in the NNT
Amos 1 in the NNT2
Amos 1 in the NNT3
Amos 1 in the PDDPT
Amos 1 in the PFNT
Amos 1 in the RMNT
Amos 1 in the SBIAS
Amos 1 in the SBIBS
Amos 1 in the SBIBS2
Amos 1 in the SBICS
Amos 1 in the SBIDS
Amos 1 in the SBIGS
Amos 1 in the SBIHS
Amos 1 in the SBIIS
Amos 1 in the SBIIS2
Amos 1 in the SBIIS3
Amos 1 in the SBIKS
Amos 1 in the SBIKS2
Amos 1 in the SBIMS
Amos 1 in the SBIOS
Amos 1 in the SBIPS
Amos 1 in the SBISS
Amos 1 in the SBITS
Amos 1 in the SBITS2
Amos 1 in the SBITS3
Amos 1 in the SBITS4
Amos 1 in the SBIUS
Amos 1 in the SBIVS
Amos 1 in the SBT
Amos 1 in the SBT1E
Amos 1 in the SCHL
Amos 1 in the SNT
Amos 1 in the SUSU
Amos 1 in the SUSU2
Amos 1 in the SYNO
Amos 1 in the TBIAOTANT
Amos 1 in the TBT1E
Amos 1 in the TBT1E2
Amos 1 in the TFTIP
Amos 1 in the TFTU
Amos 1 in the TGNTATF3T
Amos 1 in the THAI
Amos 1 in the TNFD
Amos 1 in the TNT
Amos 1 in the TNTIK
Amos 1 in the TNTIL
Amos 1 in the TNTIN
Amos 1 in the TNTIP
Amos 1 in the TNTIZ
Amos 1 in the TOMA
Amos 1 in the TTENT
Amos 1 in the UBG
Amos 1 in the UGV
Amos 1 in the UGV2
Amos 1 in the UGV3
Amos 1 in the VBL
Amos 1 in the VDCC
Amos 1 in the YALU
Amos 1 in the YAPE
Amos 1 in the YBVTP
Amos 1 in the ZBP