Numbers 2 (IRVO)
1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ, 2 “ଇସ୍ରାଏଲ-ସନ୍ତାନଗଣ ପ୍ରତ୍ୟେକେ ଆପଣା ଆପଣା ପିତୃଗୃହର ନିଶାଣ ସ୍ୱରୂପ ଧ୍ୱଜା ନିକଟରେ ଛାଉଣି ସ୍ଥାପନ କରିବେ; ସେମାନେ ସମାଗମ-ତମ୍ବୁ ଆଗରେ ଚାରିଆଡ଼େ ଛାଉଣି ସ୍ଥାପନ କରିବେ। 3 ଯେଉଁମାନେ ପୂର୍ବ ଦିଗରେ ସୂର୍ଯ୍ୟୋଦୟ ଆଡ଼େ ଆପଣା ଆପଣା ସୈନ୍ୟାନୁସାରେ ଛାଉଣି ସ୍ଥାପନ କରିବେ, ସେମାନେ ଯିହୁଦା-ଧ୍ୱଜାର ପଶ୍ଚାଦ୍ଗାମୀ ଲୋକ; ପୁଣି, ଅମ୍ମୀନାଦବର ପୁତ୍ର ନହଶୋନ ଯିହୁଦା-ସନ୍ତାନଗଣର ଅଧିପତି ହେବ; 4 ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ଚଉସ୍ତରି ହଜାର ଛଅ ଶହ। 5 ତାହା ପାଖରେ ଇଷାଖର ବଂଶ ଛାଉଣି ସ୍ଥାପନ କରିବେ, ସୂୟାରର ପୁତ୍ର ନଥନେଲ ଇଷାଖର-ସନ୍ତାନଗଣର ଅଧିପତି ହେବ; 6 ତାହାର ଗଣିତ ସୈନ୍ୟ ସଂଖ୍ୟା ଚଉବନ ହଜାର ଚାରି ଶହ। 7 ତହୁଁ ସବୂଲୂନ ବଂଶ; ହେଲୋନର ପୁତ୍ର ଇଲୀୟାବ୍ ସବୂଲୂନ-ସନ୍ତାନଗଣର ଅଧିପତି ହେବ; 8 ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ସତାବନ ହଜାର ଚାରି ଶହ। 9 ଯିହୁଦା-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଛୟାଅଶୀ ହଜାର ଚାରି ଶହ। ସେମାନେ ପ୍ରଥମେ ଅଗ୍ରସର ହେବେ। 10 ଦକ୍ଷିଣ ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ରୁବେନ୍-ଛାଉଣିର ଧ୍ୱଜା ରହିବ; ଶଦେୟରର ପୁତ୍ର ଇଲୀଷୂର ରୁବେନ୍-ସନ୍ତାନଗଣର ଅଧିପତି ହେବ; 11 ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ଛୟାଳିଶ ହଜାର ପାଞ୍ଚ ଶହ। 12 ତାହା ପାଖରେ ଶିମୀୟୋନ ବଂଶ ଛାଉଣି ସ୍ଥାପନ କରିବେ ଓ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନ-ସନ୍ତାନଗଣର ଅଧିପତି ହେବ; 13 ତାହାର ଗଣିତ ସୈନ୍ୟ ସଂଖ୍ୟା ଊଣଷଠି ହଜାର ତିନି ଶହ। 14 ତହୁଁ ଗାଦ୍ର ବଂଶ; ରୁୟେଲର ପୁତ୍ର ଇଲୀୟାସଫ୍ ଗାଦ୍-ସନ୍ତାନଗଣର ଅଧିପତି ହେବ; 15 ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ପଞ୍ଚଚାଳିଶ ହଜାର ଛଅ ଶହ ପଚାଶ। 16 ରୁବେନ୍-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଏକାବନ ହଜାର ଚାରି ଶହ ପଚାଶ। ସେମାନେ ଦ୍ୱିତୀୟରେ ଅଗ୍ରସର ହେବେ। 17 ଏଉତ୍ତାରେ ସମାଗମ-ତମ୍ବୁ ଲେବୀୟମାନଙ୍କ ଛାଉଣି ସହିତ ଛାଉଣିମାନଙ୍କ ମଧ୍ୟବର୍ତ୍ତୀ ହୋଇ ଅଗ୍ରସର ହେବ; ଯେପରି ସେମାନେ ଛାଉଣି ସ୍ଥାପନ କରିବେ, ସେପରି ପ୍ରତ୍ୟେକେ ସ୍ୱ ସ୍ୱ ସ୍ଥାନରେ ଧ୍ୱଜାର ନିକଟବର୍ତ୍ତୀ ହୋଇ ଅଗ୍ରସର ହେବେ। 18 ପଶ୍ଚିମ ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ଇଫ୍ରୟିମ-ଛାଉଣିର ଧ୍ୱଜା ରହିବ; ପୁଣି, ଅମ୍ମୀହୂଦର ପୁତ୍ର ଇଲୀଶାମା ଇଫ୍ରୟିମ-ସନ୍ତାନଗଣର ଅଧିପତି ହେବ; 19 ଆଉ ତାହାର ଗଣିତ ସୈନ୍ୟ ସଂଖ୍ୟା ଚାଳିଶ ହଜାର ପାଞ୍ଚ ଶହ। 20 ତାହା ପାଖରେ ମନଃଶି ବଂଶ ରହିବେ, ପୁଣି, ପଦାହସୂରର ପୁତ୍ର ଗମଲୀୟେଲ ମନଃଶି-ସନ୍ତାନମାନଙ୍କର ଅଧିପତି ହେବ; 21 ତାହାର ଗଣିତ ସୈନ୍ୟ ସଂଖ୍ୟା ବତିଶ ହଜାର ଦୁଇ ଶହ। 22 ତହୁଁ ବିନ୍ୟାମୀନ୍ ବଂଶ; ପୁଣି, ଗିଦିୟୋନିର ପୁତ୍ର ଅବୀଦାନ୍ ବିନ୍ୟାମୀନ୍-ସନ୍ତାନଗଣର ଅଧିପତି ହେବ; 23 ତାହାର ଗଣିତ ସୈନ୍ୟ ସଂଖ୍ୟା ପଞ୍ଚତିରିଶ ହଜାର ଚାରି ଶହ। 24 ଇଫ୍ରୟିମ-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଆଠ ହଜାର ଏକ ଶହ। ସେମାନେ ତୃତୀୟରେ ଅଗ୍ରସର ହେବେ। 25 ଉତ୍ତର ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ଦାନ୍-ଛାଉଣିର ଧ୍ୱଜା ରହିବ; ପୁଣି, ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ଦାନ୍-ସନ୍ତାନଗଣର ଅଧିପତି ହେବ; 26 ତାହାର ଗଣିତ ସୈନ୍ୟ ସଂଖ୍ୟା ବାଷଠି ହଜାର ସାତ ଶହ। 27 ତାହା ପାଖରେ ଆଶେର ବଂଶର ଛାଉଣି ରହିବ; ଅକ୍ରଣର ପୁତ୍ର ପଗୀୟେଲ ଆଶେର-ସନ୍ତାନଗଣର ଅଧିପତି ହେବ; 28 ତାହାର ଗଣିତ ସୈନ୍ୟ ସଂଖ୍ୟା ଏକଚାଳିଶ ହଜାର ପାଞ୍ଚ ଶହ। 29 ତହୁଁ ନପ୍ତାଲି ବଂଶ; ଐନନର ପୁତ୍ର ଅହୀର ନପ୍ତାଲି-ସନ୍ତାନଗଣର ଅଧିପତି ହେବ; 30 ତାହାର ଗଣିତ ସୈନ୍ୟ ସଂଖ୍ୟା ତେପନ ହଜାର ଚାରି ଶହ। 31 ଦାନ୍-ଛାଉଣିର ଗଣିତ ଲୋକମାନଙ୍କ ସଂଖ୍ୟା ଏକ ଲକ୍ଷ ସତାବନ ହଜାର ଛଅ ଶହ। ସେମାନେ ଆପଣାମାନଙ୍କ ଧ୍ୱଜା ନେଇ ସମସ୍ତଙ୍କ ପଛେ ଅଗ୍ରସର ହେବେ।” 32 ଏମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଆପଣା ଆପଣା ପିତୃଗୃହାନୁସାରେ ଗଣିତ ହେଲେ; ଆପଣା ଆପଣା ସୈନ୍ୟାନୁସାରେ ସମସ୍ତ ଛାଉଣିର ଗଣିତ ଲୋକ ସଂଖ୍ୟା ଛଅ ଲକ୍ଷ ତିନି ହଜାର ପାଞ୍ଚ ଶହ ପଚାଶ ହେଲା। 33 ମାତ୍ର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଲେବୀୟମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗଣିତ ହେଲେ ନାହିଁ। 34 ଏହିରୂପେ ଇସ୍ରାଏଲ-ସନ୍ତାନଗଣ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞାସବୁ ଦେଇଥିଲେ, ସେପରି ସେମାନେ ଆପଣା ଆପଣା ବଂଶ ନିକଟରେ ଆପଣା ଆପଣା ପିତୃଗୃହାନୁସାରେ ଆପଣା ଆପଣା ଧ୍ୱଜା ନିକଟରେ ଛାଉଣି ସ୍ଥାପନ କଲେ ଓ ସେହିପରି ସେମାନେ ଅଗ୍ରସର ହେଲେ।
In Other Versions
Numbers 2 in the ANGEFD
Numbers 2 in the ANTPNG2D
Numbers 2 in the AS21
Numbers 2 in the BAGH
Numbers 2 in the BBPNG
Numbers 2 in the BBT1E
Numbers 2 in the BDS
Numbers 2 in the BEV
Numbers 2 in the BHAD
Numbers 2 in the BIB
Numbers 2 in the BLPT
Numbers 2 in the BNT
Numbers 2 in the BNTABOOT
Numbers 2 in the BNTLV
Numbers 2 in the BOATCB
Numbers 2 in the BOATCB2
Numbers 2 in the BOBCV
Numbers 2 in the BOCNT
Numbers 2 in the BOECS
Numbers 2 in the BOGWICC
Numbers 2 in the BOHCB
Numbers 2 in the BOHCV
Numbers 2 in the BOHLNT
Numbers 2 in the BOHNTLTAL
Numbers 2 in the BOICB
Numbers 2 in the BOILNTAP
Numbers 2 in the BOITCV
Numbers 2 in the BOKCV
Numbers 2 in the BOKCV2
Numbers 2 in the BOKHWOG
Numbers 2 in the BOKSSV
Numbers 2 in the BOLCB
Numbers 2 in the BOLCB2
Numbers 2 in the BOMCV
Numbers 2 in the BONAV
Numbers 2 in the BONCB
Numbers 2 in the BONLT
Numbers 2 in the BONUT2
Numbers 2 in the BOPLNT
Numbers 2 in the BOSCB
Numbers 2 in the BOSNC
Numbers 2 in the BOTLNT
Numbers 2 in the BOVCB
Numbers 2 in the BOYCB
Numbers 2 in the BPBB
Numbers 2 in the BPH
Numbers 2 in the BSB
Numbers 2 in the CCB
Numbers 2 in the CUV
Numbers 2 in the CUVS
Numbers 2 in the DBT
Numbers 2 in the DGDNT
Numbers 2 in the DHNT
Numbers 2 in the DNT
Numbers 2 in the ELBE
Numbers 2 in the EMTV
Numbers 2 in the ESV
Numbers 2 in the FBV
Numbers 2 in the FEB
Numbers 2 in the GGMNT
Numbers 2 in the GNT
Numbers 2 in the HARY
Numbers 2 in the HNT
Numbers 2 in the IRVA
Numbers 2 in the IRVB
Numbers 2 in the IRVG
Numbers 2 in the IRVH
Numbers 2 in the IRVK
Numbers 2 in the IRVM
Numbers 2 in the IRVM2
Numbers 2 in the IRVP
Numbers 2 in the IRVT
Numbers 2 in the IRVT2
Numbers 2 in the IRVU
Numbers 2 in the ISVN
Numbers 2 in the JSNT
Numbers 2 in the KAPI
Numbers 2 in the KBT1ETNIK
Numbers 2 in the KBV
Numbers 2 in the KJV
Numbers 2 in the KNFD
Numbers 2 in the LBA
Numbers 2 in the LBLA
Numbers 2 in the LNT
Numbers 2 in the LSV
Numbers 2 in the MAAL
Numbers 2 in the MBV
Numbers 2 in the MBV2
Numbers 2 in the MHNT
Numbers 2 in the MKNFD
Numbers 2 in the MNG
Numbers 2 in the MNT
Numbers 2 in the MNT2
Numbers 2 in the MRS1T
Numbers 2 in the NAA
Numbers 2 in the NASB
Numbers 2 in the NBLA
Numbers 2 in the NBS
Numbers 2 in the NBVTP
Numbers 2 in the NET2
Numbers 2 in the NIV11
Numbers 2 in the NNT
Numbers 2 in the NNT2
Numbers 2 in the NNT3
Numbers 2 in the PDDPT
Numbers 2 in the PFNT
Numbers 2 in the RMNT
Numbers 2 in the SBIAS
Numbers 2 in the SBIBS
Numbers 2 in the SBIBS2
Numbers 2 in the SBICS
Numbers 2 in the SBIDS
Numbers 2 in the SBIGS
Numbers 2 in the SBIHS
Numbers 2 in the SBIIS
Numbers 2 in the SBIIS2
Numbers 2 in the SBIIS3
Numbers 2 in the SBIKS
Numbers 2 in the SBIKS2
Numbers 2 in the SBIMS
Numbers 2 in the SBIOS
Numbers 2 in the SBIPS
Numbers 2 in the SBISS
Numbers 2 in the SBITS
Numbers 2 in the SBITS2
Numbers 2 in the SBITS3
Numbers 2 in the SBITS4
Numbers 2 in the SBIUS
Numbers 2 in the SBIVS
Numbers 2 in the SBT
Numbers 2 in the SBT1E
Numbers 2 in the SCHL
Numbers 2 in the SNT
Numbers 2 in the SUSU
Numbers 2 in the SUSU2
Numbers 2 in the SYNO
Numbers 2 in the TBIAOTANT
Numbers 2 in the TBT1E
Numbers 2 in the TBT1E2
Numbers 2 in the TFTIP
Numbers 2 in the TFTU
Numbers 2 in the TGNTATF3T
Numbers 2 in the THAI
Numbers 2 in the TNFD
Numbers 2 in the TNT
Numbers 2 in the TNTIK
Numbers 2 in the TNTIL
Numbers 2 in the TNTIN
Numbers 2 in the TNTIP
Numbers 2 in the TNTIZ
Numbers 2 in the TOMA
Numbers 2 in the TTENT
Numbers 2 in the UBG
Numbers 2 in the UGV
Numbers 2 in the UGV2
Numbers 2 in the UGV3
Numbers 2 in the VBL
Numbers 2 in the VDCC
Numbers 2 in the YALU
Numbers 2 in the YAPE
Numbers 2 in the YBVTP
Numbers 2 in the ZBP