Psalms 117 (IRVO)
1 ହେ ସର୍ବଦେଶୀୟମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର;ହେ ସମସ୍ତ ଲୋକ, ତାହାଙ୍କର ସ୍ତୁତି କର। 2 କାରଣ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଦୟା ଅତିଶୟଓ ସଦାପ୍ରଭୁଙ୍କ ସତ୍ୟତା ଅନନ୍ତକାଳସ୍ଥାୟୀ।ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।