Psalms 133 (IRVO)
undefined ଆରୋହଣ ଗୀତ, ଦାଉଦଙ୍କ ରଚିତ। 1 ଦେଖ, ଭାଇମାନେ ମିଳନରେ ଏକତ୍ର ବାସ କରିବାକିପରି ଉତ୍ତମ ଓ ମନୋହର! 2 ତାହା ମସ୍ତକରେ ବହୁମୂଲ୍ୟ ତୈଳ ସ୍ୱରୂପ,ଯାହା ଦାଢ଼ିରେ, ଅର୍ଥାତ୍, ହାରୋଣଙ୍କର ଦାଢ଼ିରେ ବହିତାଙ୍କ ବସ୍ତ୍ରାଞ୍ଚଳରେ ପଡ଼ିଲା। 3 ତାହା ହର୍ମୋଣ ପାହାଡ଼ର ଶିଶିର ତୁଲ୍ୟ,ଯାହା ସିୟୋନର ପର୍ବତଗଣ ଉପରେ କ୍ଷରି ପଡ଼େ।କାରଣ ସଦାପ୍ରଭୁ ସେଠାରେ ଆଶୀର୍ବାଦ, ହଁ,ଅନନ୍ତ ଜୀବନ ଆଜ୍ଞା କଲେ।