Psalms 134 (IRVO)
undefined ଆରୋହଣ ଗୀତ। 1 ଦେଖ, ହେ ସଦାପ୍ରଭୁଙ୍କ ଦାସସକଳ, ରାତ୍ରିକାଳରେ ସଦାପ୍ରଭୁଙ୍କ ଗୃହରେ ସେବା କରୁଥାଅ ଯେ ତୁମ୍ଭେମାନେ,ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। 2 ତୁମ୍ଭେମାନେ ଧର୍ମଧାମ ଆଡ଼େ ଆପଣା ଆପଣା ହସ୍ତ ଉଠାଅଓ ସଦାପ୍ରଭୁଙ୍କର ଧନ୍ୟବାଦ କର। 3 ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତାସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।