1 Thessalonians 3 (SNT)
1 ସାରାସାରିପଚେ ଆମେ ଦୁକ୍ କସ୍ଟ ମୁର୍ଚି ନାପାରିକରି ଆତିନେସ୍ତେଇ କାର୍ ସଙ୍ଗ୍ ନ ମିସିକରି ଜିଉନାକାଉନା କରୁବଲି, କାତା ଅଇଲୁ । 2 ତମ୍କେ ବପୁ କରାଇବାକେ ଆରି ତମର୍ ବିସ୍ବାସ୍ ଡାଟ୍ କରାଇବାକେ ତମର୍ ଲଗେ ଆମର୍ ବାଇ ତିମତିକେ ପାଟାଇରଇଲୁ । ସେ ଆମର୍ସଙ୍ଗ୍ କିରିସ୍ଟର୍ ସୁବ୍କବର୍ ଜାନାଇକରି ପର୍ମେସରର୍ ସେବା କଲାନି । 3 ତମର୍ ଉପ୍ରେ ଅଇତେରଇବା ବିପଦର୍ ଲାଗି ଜେନ୍ତିକି କେ ମିସା ବିନ୍ ବାଟେ ନ ଜାଅତ୍ । ସେଟାର୍ପାଇ ସେ ତମ୍କେ ସାଇଜ କର୍ସି । ଏଲେମିସା ତମେତା ଜାନାସ୍, ଆମ୍କେ ମିସା ଏନ୍ତାରି କସ୍ଟ ମିଲ୍ଲାନି, ଏଟା ଆମର୍ ପାଇ ପର୍ମେସର ମନ୍ କର୍ବାଟା । 4 ଆମେ ତମର୍ସଙ୍ଗ୍ ରଇଲା ବେଲେ, ବେସି ଆଗେଅନି ଆମ୍କେ ଦୁକ୍କସ୍ଟ ଆଇସି ବଲି ପୁର୍ବେଅନି ଜାନାଇ ଦେଇରଇଲୁ । ଏବେ ତମେ ଜାନ୍ଲାସ୍ନି, ଟିକ୍ ସେଟାସେ ଗଟ୍ଲା । 5 ଏଟାର୍ପାଇ ତମର୍ ବିସଇ ନାଜାନିକରି ମୁଇ ରଇ ନାପାର୍ଲି । ତମେ ବିସ୍ବାସେ ଆଚାସ୍ କି ନାଇ ଚିନ୍ତାକରି ମୁଇ ତିମତିକେ ପାଟାଇଲି । ଏଟାର୍ପାଇ ବଲି କେଡେବେଲେ ସଇତାନ୍ ତମ୍କେ ପରିକା କରି ଆମେ ଆବଡ୍ ଅଇ କଲାଟା ଚୁଚାଇ ଜାଇସି ବଲି ଡର୍ତେ ରଇଲି । 6 ମାତର୍ ତିମତି ତମର୍ଲଗେଅନି ବାଉଡି ଆସି ତମର୍ ବିସ୍ବାସ୍ ଆରି ଆଲାଦର୍ ବିସଇର୍ ସୁବ୍କବର୍ ଆନ୍ଲା । ସେ ଆମ୍କେ ଜାନାଇଦେଲାଆଚେଜେ, ତମେ ସବୁବେଲେ ଆମ୍କେ ଆଲାଦ୍ ସଙ୍ଗ୍ ଏତ୍ କଲାସ୍ନି ଆରି ଆମେ ଜେନ୍ତିକି ତମ୍କେ ଦେକ୍ବାକେ ମନ୍ କଲୁନି, ତମେ ମିସା ସେରକାମ୍ ଆମ୍କେ ଦେକ୍ବାକେ ମନ୍ କଲାସ୍ନି । 7 ତେବେ ଏ ବାଇବଇନିମନ୍, ଆମେ କାକୁର୍ତି ଅଇ ଦୁକ୍ କସ୍ଟ ପାଇଲା ବେଲେ ତମର୍ ବିସ୍ବାସର୍ଲାଗି ସାର୍ଦା ଅଇଲୁନି । ତମର୍ ବିସ୍ବାସ୍ ଆକା ଆମ୍କେ ସାଆସ୍ ଦେଇକରି ସଙ୍ଗଇଆଚେ । 8 କାଇକେବଇଲେ ଏବେ ତମେ ଡାଟ୍ଅଇ ମାପ୍ରୁ ସଙ୍ଗ୍ ମିସିକରି ଆଚାସ୍ । ଏଟା ଆମେ ଜାନିକରି ଆରିତରେକ୍ ସାର୍ଦା ସଙ୍ଗ୍ ଜିଇଲୁନି । 9 ଉଁ, ଆମର୍ ପର୍ମେସରର୍ ମୁଆଟେ ତମର୍ ଲାଗି ଆମେ ସବୁଲକ୍ ସାର୍ଦା ଅଇଲୁନି । ସେଟାର୍ପାଇ ତମର୍ଲାଗି ପର୍ମେସର୍କେ ଦନିଅବାଦ୍ ଦେଲୁନି । 10 ତମେ ବିସ୍ବାସ୍ କଲାଟାନେ କେତେଟା ଉନା ଆଚେ । ସେଟା ପୁରାପୁରୁନ୍ କର୍ବାକେ, ଆମେ ତମର୍ସଙ୍ଗ୍ କେନ୍ତି ମିସିପାର୍ବୁ, ଏଟାର୍ପାଇ ଦିନ୍ ରାତି ପାର୍ତନା କରିଲାଗିଆଚୁ । 11 ତମର୍ଲଗେ ଆଇବାକେ ଆମ୍କେ ଆମର୍ ବାବା ପର୍ମେସର୍ ଆରି ଆମର୍ ମାପ୍ରୁ ଜିସୁ ବାଟ୍ ତିଆର୍କରି ଦେଅତ୍ । 12 ଜେନ୍ତିକି ଆମର୍ ଆଲାଦ୍ ତମର୍ପାଇ ବଡିଆଇଲାନି, ସେନ୍ତାରିସେ ନିଜର୍ ନିଜର୍ ବିତ୍ରେ, ଆରି ସବୁ ଲକ୍ମନ୍କେ ମାପ୍ରୁ ଆଲାଦ୍ ବଡାଇକରି ଅଦିକ୍ କର । 13 ମାପ୍ରୁ ଏନ୍ତାରି ତମ୍କେ ତବିର୍ କରାଅ । ଜେଡେବେଲେ ଆମର୍ ମାପ୍ରୁ ଜିସୁ ତାର୍ ନିଜର୍ ସୁକଲ୍ ଲକ୍ମନର୍ ସଙ୍ଗ୍ ଆଇବା ବେଲେ, ତମେ କାଇ ଦସ୍ ନ ଅଇତେ ଆରି ସୁକଲ୍ ଅଇ, ବାବା ପର୍ମେସରର୍ ମୁଆଟେ ଟିଆଅଇସା ।
In Other Versions
1 Thessalonians 3 in the ANGEFD
1 Thessalonians 3 in the ANTPNG2D
1 Thessalonians 3 in the BBPNG
1 Thessalonians 3 in the BBT1E
1 Thessalonians 3 in the BNTABOOT
1 Thessalonians 3 in the BNTLV
1 Thessalonians 3 in the BOATCB
1 Thessalonians 3 in the BOATCB2
1 Thessalonians 3 in the BOBCV
1 Thessalonians 3 in the BOCNT
1 Thessalonians 3 in the BOECS
1 Thessalonians 3 in the BOGWICC
1 Thessalonians 3 in the BOHCB
1 Thessalonians 3 in the BOHCV
1 Thessalonians 3 in the BOHLNT
1 Thessalonians 3 in the BOHNTLTAL
1 Thessalonians 3 in the BOICB
1 Thessalonians 3 in the BOILNTAP
1 Thessalonians 3 in the BOITCV
1 Thessalonians 3 in the BOKCV
1 Thessalonians 3 in the BOKCV2
1 Thessalonians 3 in the BOKHWOG
1 Thessalonians 3 in the BOKSSV
1 Thessalonians 3 in the BOLCB
1 Thessalonians 3 in the BOLCB2
1 Thessalonians 3 in the BOMCV
1 Thessalonians 3 in the BONAV
1 Thessalonians 3 in the BONCB
1 Thessalonians 3 in the BONLT
1 Thessalonians 3 in the BONUT2
1 Thessalonians 3 in the BOPLNT
1 Thessalonians 3 in the BOSCB
1 Thessalonians 3 in the BOSNC
1 Thessalonians 3 in the BOTLNT
1 Thessalonians 3 in the BOVCB
1 Thessalonians 3 in the BOYCB
1 Thessalonians 3 in the DGDNT
1 Thessalonians 3 in the GGMNT
1 Thessalonians 3 in the IRVM2
1 Thessalonians 3 in the IRVT2
1 Thessalonians 3 in the KBT1ETNIK
1 Thessalonians 3 in the MKNFD
1 Thessalonians 3 in the MRS1T
1 Thessalonians 3 in the NBVTP
1 Thessalonians 3 in the NIV11
1 Thessalonians 3 in the PDDPT
1 Thessalonians 3 in the SBIAS
1 Thessalonians 3 in the SBIBS
1 Thessalonians 3 in the SBIBS2
1 Thessalonians 3 in the SBICS
1 Thessalonians 3 in the SBIDS
1 Thessalonians 3 in the SBIGS
1 Thessalonians 3 in the SBIHS
1 Thessalonians 3 in the SBIIS
1 Thessalonians 3 in the SBIIS2
1 Thessalonians 3 in the SBIIS3
1 Thessalonians 3 in the SBIKS
1 Thessalonians 3 in the SBIKS2
1 Thessalonians 3 in the SBIMS
1 Thessalonians 3 in the SBIOS
1 Thessalonians 3 in the SBIPS
1 Thessalonians 3 in the SBISS
1 Thessalonians 3 in the SBITS
1 Thessalonians 3 in the SBITS2
1 Thessalonians 3 in the SBITS3
1 Thessalonians 3 in the SBITS4
1 Thessalonians 3 in the SBIUS
1 Thessalonians 3 in the SBIVS
1 Thessalonians 3 in the SBT1E
1 Thessalonians 3 in the SUSU2
1 Thessalonians 3 in the TBIAOTANT
1 Thessalonians 3 in the TBT1E
1 Thessalonians 3 in the TBT1E2
1 Thessalonians 3 in the TFTIP
1 Thessalonians 3 in the TGNTATF3T
1 Thessalonians 3 in the TNTIK
1 Thessalonians 3 in the TNTIL
1 Thessalonians 3 in the TNTIN
1 Thessalonians 3 in the TNTIP
1 Thessalonians 3 in the TNTIZ
1 Thessalonians 3 in the TTENT