Ephesians 6 (SNT)
1 ଏ ମର୍ ପିଲାଟକିମନ୍, ତମେ ମାପ୍ରୁର୍ ସଙ୍ଗ୍ ମିସ୍ଲାର୍ପାଇ ଆୟା ବାବାର୍ କାତା ମାନିକରି ରୁଆ । ତମେ ଏନ୍ତାରି କର୍ବାର୍ ଆଚେଆକା । 2 ଏନ୍ତାରି ଲେକା ଅଇଲାଆଚେ, ନିଜର୍ ଆୟା ବାବାକେ ସନ୍ମାନ୍ ଦିଆସ୍ । ଜେନ୍ତାରି କି ତମର୍ପାଇ ସବୁ ବିସଇ ମଙ୍ଗଲ୍ ରଇସି । ଆରି ତମେ ସାର୍ଦା ଅଇ ବେସି ଦିନ୍ ଜାକ ଏ ଜଗତେ ବଁଚିରଇସା । 3 ଏଟା ଅଇଲାନି ପର୍ମେସରର୍ ପର୍ତୁମ୍ ଆଦେସ୍ ଜନ୍ଟା କି ସେ ଗଟେକ୍ ଦେଇରଇବା କାତା ମିସା ତେଇ ମିସାଇଆଚେ । 4 ଏ ବାବାମନ୍, ପିଲାମନ୍କେ ରିସା କରାଆ ନାଇ । ତାର୍ ବାଦୁଲେ ସେମନ୍କେ ମାପ୍ରୁର୍ ବାକିଅ ଇସାବେ ସିକାଇକରି ବଡାଆ । 5 ଏ ଗତିଦାଙ୍ଗ୍ଡାମନ୍, ଏ ଜଗତେ ରଇବା ସାଉକାର୍ମନର୍ କାତା ମାନିକରି ରୁଆ । ସେମନ୍କେ ସନ୍ମାନ୍ ଦେଇ, ପୁରାପୁରୁନ୍ ମନ୍ ସଙ୍ଗ୍ ନାମିକରି ରୁଆ । ଜେନ୍ତାରି କି ତମେ କିରିସ୍ଟକେ ନାମିକରି ରଇସା । 6 ଅବ୍କା ସେମନର୍ ମୁଆଟେ ବଲ୍ ବଲାଇ ଅଇବାକେ ନାଇ, କି ସେମନ୍ ଦେକ୍ଲାବେଲେସେ ନାଇ । ମାତର୍ କିରିସ୍ଟର୍ ଗତିଦାଙ୍ଗ୍ଡା ପାରା, ପର୍ମେସର୍ ମନ୍କଲାଟା ପୁରାପୁରୁନ୍ ମନ୍ ଦିଆନ୍ ଦେଇ କରା । 7 ତମ୍କେ ଦାଇତ୍ ଦେଇରଇବା ସବୁ କାମ୍ ସାର୍ଦା ସଙ୍ଗ୍ କରା । ଜେନ୍ତାରିକି ତମେ ଅବ୍କା ଲକ୍ମନର୍ ପାଇ କାମ୍ ନ କରି ମାପ୍ରୁର୍ ସେବା କଲା ପାରା କରା । 8 କାଇକେବଇଲେ ତମେ ନିକ କାମ୍ କଲେ, ମାପ୍ରୁ ତମ୍କେ ପୁରୁସ୍କାର୍ ଦେଇସି । ତମେ ଗତିଦାଙ୍ଗ୍ଡା ଅଇରୁଆ କି ମୁକଲ୍ଲା ଲକ୍ ଅଇରୁଆ । 9 ଏ ସାଉକାର୍ମନ୍, ସେନ୍ତାରିସେ ତମର୍ ଦାଙ୍ଗ୍ଡାମନ୍କେ ନିକସଙ୍ଗ୍ ଦେକାରକା କରା । ସେମନ୍କେ ଦାକାପୁକା ଦିଆସ୍ ନାଇ । ତମର୍ ମନେ ରଅ, ତାକର୍ ଆରି ତମର୍ ସାଉକାର୍ ସର୍ଗେ ଆଚେ । ଆରି ସେ ସାନ୍ ବଡ୍ ନ ବାବି ଦେକାରକା କର୍ସି । 10 ସାରାସାରି ପଚେ, ମାପ୍ରୁର୍ ଟାନେ ମିସିକରି ତାର୍ ବପୁପାଇକରି ଡାଟ୍ଅଇରୁଆ । 11 ପର୍ମେସର୍ ତମ୍କେ ଦେଇରଇବା ଜୁଇଦର୍ ସବୁ ରକାମ୍ ଆତ୍ ଆତିଆର୍ ସାଜାଡିକରି ରୁଆ । ଜେନ୍ତାରିକି ତମ୍କେ ସଇତାନ୍ ନାଡାଇବା ବେଲେ ତାକେ ବିରଦ୍ କରିପାରାସ୍ । 12 କାଇକେବଇଲେ ଆମେ ଜଗତର୍ ଲକ୍ମନର୍ ବିରୁଦେ ଜୁଇଦ୍ କରୁନାଇ । ମାତର୍ କାରାପ୍ ଆତ୍ମାମନ୍କେ, ଆନ୍ଦାରେ ରଇବା ଜଗତର୍ ସାସନ୍କାରିଆମନ୍କେ, ଆରି ସର୍ଗେ କାରାପ୍ ବପୁ ପାଇରଇବା ଆତ୍ମାମନର୍ ବିରୁଦେ ଜୁଇଦ୍ କଲୁନି । 13 ତେବର୍ପାଇ ପର୍ମେସର୍ ଦେଇରଇବା ସବୁରକାମ୍ ଜୁଜ୍ବା ଆତ୍ ଆତିଆର୍ ଗଟେକ୍ ସନିଅ ପିନ୍ଦ୍ଲାପାରା ପନ୍ଦିକରି ସାଜାଡା । ସେନ୍ତାର୍ ରଇଲେ ସଇତାନ୍ ଆରି ତାର୍ କାରାପ୍ ଆତ୍ମାମନ୍ ତମ୍କେ ଜୁଜ୍ଲାବେଲେ ସେମନ୍କେ ତମେ ବିରଦ୍ କରି ପାରାସ୍ । ଜୁଇଦର୍ପାଇ ସବୁ ରକାମ୍ଟା ସାଜାଡି ରଇଲେ ତମେ ପଚେ ନ ଗୁଚିକରି ଟିଆଅଇ ପାର୍ସା । 14 ତେବେ ଜୁଇଦର୍ପାଇ ତମେ ଏନ୍ତାରି ଜାଗ୍ରତ୍ ଉଆ । ଜେନ୍ତାରି କି, ପର୍ମେସରର୍ ସତ୍ ଆଁଟାବେଡା, ଆଁଟାଇ ବାନ୍ଦିଅଇ, ତାର୍ ଦରମର୍ ସାଞ୍ଜୁ ଜଗାଡି ଅଇ, 15 ସୁବ୍କବରେଅନି ଆଇବା ସାନ୍ତିର୍ ପାଣ୍ଡଇ ପିନ୍ଦି ସାଜାଡି ଉଆ । 16 ଏ ସବୁର୍ ଉପ୍ରେ ବିସ୍ବାସର୍ ତେବାଇବା ଡାଲ୍ ଦାରିରୁଆ । ଏ ଡାଲ୍ସଙ୍ଗ୍ ସଇତାନ୍ ତମର୍ ମୁଆଟେ ବିନ୍ଦ୍ବା ଜଇର୍ କାଣ୍ଡ୍ ଅଟ୍କାଇ ପାର୍ସା । 17 ଆରି ମାପ୍ରୁ ଦେଇରଇବା ମୁକ୍ତି, ଗଟେକ୍ ଟପିପାରା ମୁଣ୍ଡ୍ ରକିଆ କର୍ବାକେ ପିନ୍ଦିରୁଆ । ସୁକଲ୍ଆତ୍ମା ଦେଇରଇବା କାଣ୍ଡା ଦାରିରୁଆ । ସେ କାଣ୍ଡା ଅଇଲାନି ପର୍ମେସରର୍ ବାକିଅ । 18 ସୁକଲ୍ଆତ୍ମା ଚେତ୍ନା ଦେଲା ଇସାବେ ପାର୍ତନା କରା । ସବୁ ରକାମର୍ ପାର୍ତନା ଆରି ଗୁଆରିସଙ୍ଗ୍ ପାର୍ତନା କରା । ଏଟାର୍ଲାଗି ଜାଗ୍ରତ୍ ଅଇରୁଆ । ପର୍ମେସରର୍ ଲକ୍ମନର୍ପାଇ ପାର୍ତନା କରିଲାଗିରୁଆ । 19 ମର୍ପାଇ ମିସା ପାର୍ତନା କରା । ଜେନ୍ତିକି ମୁଇ କାତା ଅଇବାବେଲେ ପର୍ମେସର୍ ମକେ ଟିକ୍ ବାକିଅ ଦେଅ । ସେନ୍ତାର୍ କଲେ, ସୁବ୍ କବରର୍ ଲୁଚିରଇବା ବିସଇ ମୁଇ କାକେ ନ ଡରିକରି ଲକ୍ମନ୍କେ ଜାନାଇ ପାର୍ବି । 20 ଏବେ ମୁଇ ବନ୍ଦି ଅଇ ରଇଲେ ମିସା କିରିସ୍ଟର୍ ସୁବ୍କବର୍ ଜାନାଇବାପାଇ ଗଟେକ୍ ରାଜାର୍ ଦୁତ୍ ପାରା ଅଇଲିଆଚି । ସୁବ୍କବର୍ ଟିକ୍ ସଙ୍ଗ୍, ନ ଡରିକରି ଜାନାଇବାକେ ପର୍ମେସର୍ ମକେ ବପୁ ଦେଅ ବଲି ପାର୍ତନା କରା । 21 ତକିକସ୍ ଜେ କି ଆମର୍ ଆଲାଦର୍ ବାଇ, । ସେ ମାପ୍ରୁକେ ବିସ୍ବାସ୍ ସଙ୍ଗ୍ ସେବା କଲାନି । ମୁଇ କେନ୍ତି ଆଚି ଆରି କାଇଟା କଲିନି, ସେ ସବୁ ବିସଇ ତମ୍କେ କଇଦେଇସି । 22 ଆମ୍କେ ଗଟ୍ବା ବିସଇ ସବୁ ତମେ ଜାନିରୁଆ ବଲିକରି ମୁଇ ତାକେ ତମର୍ଟାନେ ପାଟାଇଲିନି । ଆରି ସେ ତମ୍କେ ସାର୍ଦା କରାଇସି । 23 ଆମର୍ ବାବା ପର୍ମେସର୍ ଆରି ମାପ୍ରୁ ଜିସୁକିରିସ୍ଟ ସବୁ ବିସ୍ବାସି ବାଇମନ୍କେ ସାନ୍ତି ଦେଅ । କିରିସ୍ଟକେ ବିସ୍ବାସ୍ କରି ତମର୍ ବିତ୍ରେ ଆଲାଦ୍ କରାକରି ଅଇବାକେ ସେମନ୍ ତମ୍କେ ସାଇଜ କରତ୍ । 24 ଆମର୍ ମାପ୍ରୁ ଜିସୁ କିରିସ୍ଟକେ ଜେତ୍କି ଲକ୍ ଆଲାଦ୍ କଲାଇନି, ସେମନ୍କେ ପର୍ମେସର୍ ତାର୍ ଜିବନ୍ ଦୁକାଇଲାଟା ଆରି ନ ସାର୍ବା ଆଲାଦ୍ ଦେଅ ।
In Other Versions
Ephesians 6 in the ANGEFD
Ephesians 6 in the ANTPNG2D
Ephesians 6 in the AS21
Ephesians 6 in the BAGH
Ephesians 6 in the BBPNG
Ephesians 6 in the BBT1E
Ephesians 6 in the BDS
Ephesians 6 in the BEV
Ephesians 6 in the BHAD
Ephesians 6 in the BIB
Ephesians 6 in the BLPT
Ephesians 6 in the BNT
Ephesians 6 in the BNTABOOT
Ephesians 6 in the BNTLV
Ephesians 6 in the BOATCB
Ephesians 6 in the BOATCB2
Ephesians 6 in the BOBCV
Ephesians 6 in the BOCNT
Ephesians 6 in the BOECS
Ephesians 6 in the BOGWICC
Ephesians 6 in the BOHCB
Ephesians 6 in the BOHCV
Ephesians 6 in the BOHLNT
Ephesians 6 in the BOHNTLTAL
Ephesians 6 in the BOICB
Ephesians 6 in the BOILNTAP
Ephesians 6 in the BOITCV
Ephesians 6 in the BOKCV
Ephesians 6 in the BOKCV2
Ephesians 6 in the BOKHWOG
Ephesians 6 in the BOKSSV
Ephesians 6 in the BOLCB
Ephesians 6 in the BOLCB2
Ephesians 6 in the BOMCV
Ephesians 6 in the BONAV
Ephesians 6 in the BONCB
Ephesians 6 in the BONLT
Ephesians 6 in the BONUT2
Ephesians 6 in the BOPLNT
Ephesians 6 in the BOSCB
Ephesians 6 in the BOSNC
Ephesians 6 in the BOTLNT
Ephesians 6 in the BOVCB
Ephesians 6 in the BOYCB
Ephesians 6 in the BPBB
Ephesians 6 in the BPH
Ephesians 6 in the BSB
Ephesians 6 in the CCB
Ephesians 6 in the CUV
Ephesians 6 in the CUVS
Ephesians 6 in the DBT
Ephesians 6 in the DGDNT
Ephesians 6 in the DHNT
Ephesians 6 in the DNT
Ephesians 6 in the ELBE
Ephesians 6 in the EMTV
Ephesians 6 in the ESV
Ephesians 6 in the FBV
Ephesians 6 in the FEB
Ephesians 6 in the GGMNT
Ephesians 6 in the GNT
Ephesians 6 in the HARY
Ephesians 6 in the HNT
Ephesians 6 in the IRVA
Ephesians 6 in the IRVB
Ephesians 6 in the IRVG
Ephesians 6 in the IRVH
Ephesians 6 in the IRVK
Ephesians 6 in the IRVM
Ephesians 6 in the IRVM2
Ephesians 6 in the IRVO
Ephesians 6 in the IRVP
Ephesians 6 in the IRVT
Ephesians 6 in the IRVT2
Ephesians 6 in the IRVU
Ephesians 6 in the ISVN
Ephesians 6 in the JSNT
Ephesians 6 in the KAPI
Ephesians 6 in the KBT1ETNIK
Ephesians 6 in the KBV
Ephesians 6 in the KJV
Ephesians 6 in the KNFD
Ephesians 6 in the LBA
Ephesians 6 in the LBLA
Ephesians 6 in the LNT
Ephesians 6 in the LSV
Ephesians 6 in the MAAL
Ephesians 6 in the MBV
Ephesians 6 in the MBV2
Ephesians 6 in the MHNT
Ephesians 6 in the MKNFD
Ephesians 6 in the MNG
Ephesians 6 in the MNT
Ephesians 6 in the MNT2
Ephesians 6 in the MRS1T
Ephesians 6 in the NAA
Ephesians 6 in the NASB
Ephesians 6 in the NBLA
Ephesians 6 in the NBS
Ephesians 6 in the NBVTP
Ephesians 6 in the NET2
Ephesians 6 in the NIV11
Ephesians 6 in the NNT
Ephesians 6 in the NNT2
Ephesians 6 in the NNT3
Ephesians 6 in the PDDPT
Ephesians 6 in the PFNT
Ephesians 6 in the RMNT
Ephesians 6 in the SBIAS
Ephesians 6 in the SBIBS
Ephesians 6 in the SBIBS2
Ephesians 6 in the SBICS
Ephesians 6 in the SBIDS
Ephesians 6 in the SBIGS
Ephesians 6 in the SBIHS
Ephesians 6 in the SBIIS
Ephesians 6 in the SBIIS2
Ephesians 6 in the SBIIS3
Ephesians 6 in the SBIKS
Ephesians 6 in the SBIKS2
Ephesians 6 in the SBIMS
Ephesians 6 in the SBIOS
Ephesians 6 in the SBIPS
Ephesians 6 in the SBISS
Ephesians 6 in the SBITS
Ephesians 6 in the SBITS2
Ephesians 6 in the SBITS3
Ephesians 6 in the SBITS4
Ephesians 6 in the SBIUS
Ephesians 6 in the SBIVS
Ephesians 6 in the SBT
Ephesians 6 in the SBT1E
Ephesians 6 in the SCHL
Ephesians 6 in the SUSU
Ephesians 6 in the SUSU2
Ephesians 6 in the SYNO
Ephesians 6 in the TBIAOTANT
Ephesians 6 in the TBT1E
Ephesians 6 in the TBT1E2
Ephesians 6 in the TFTIP
Ephesians 6 in the TFTU
Ephesians 6 in the TGNTATF3T
Ephesians 6 in the THAI
Ephesians 6 in the TNFD
Ephesians 6 in the TNT
Ephesians 6 in the TNTIK
Ephesians 6 in the TNTIL
Ephesians 6 in the TNTIN
Ephesians 6 in the TNTIP
Ephesians 6 in the TNTIZ
Ephesians 6 in the TOMA
Ephesians 6 in the TTENT
Ephesians 6 in the UBG
Ephesians 6 in the UGV
Ephesians 6 in the UGV2
Ephesians 6 in the UGV3
Ephesians 6 in the VBL
Ephesians 6 in the VDCC
Ephesians 6 in the YALU
Ephesians 6 in the YAPE
Ephesians 6 in the YBVTP
Ephesians 6 in the ZBP