Galatians 1 (SNT)
1 ମୁଇ ପେରିତ୍ ସିସ୍ ପାଉଲ୍ । ପେରିତ୍ ସିସ୍ ଅଇବାକେ ମୁଇ ଲକ୍ମନର୍ଟାନେଅନି କି ଲକ୍ମନର୍ ମାଲାକାରିଆ ଇସାବେ ଡାକ୍ରା ପାଇନାଇ । ଏ ଡାକ୍ରା ମୁଇ ବାବା ପରମେସରର୍ ଆରି ଜିସୁ କିରିସ୍ଟର୍ ତେଇଅନି ପାଇଲିଆଚି । ପରମେସର୍ ତାକେ ମଲାଟାନେଅନି ଉଟାଇଆଚେ । 2 ଆରି ଏଟା ଗାଲାତିୟ ମଣ୍ଡଲିତେଇ ରଇବା ତମର୍ପାଇ ମର୍ ଚିଟି । ଜନ୍ ବିସ୍ବାସି ବାଇବଇନିମନ୍ ମର୍ ସଙ୍ଗ୍ ଆଚତ୍, ସେମନ୍ ମିସା ମର୍ ସଙ୍ଗ୍ ଜୁଆର୍ ଜାନାଇଲାଇନି । 3 ଆମର୍ ବାବା ପରମେସର୍ ଆରି ମାପ୍ରୁ ଜିସୁ କିରିସ୍ଟ ତମ୍କେ ଜିବନ୍ ଦୁକାଇ ସାନ୍ତି ଦେଅ । 4 ଏବେ ଏ ପାପ୍ ବର୍ତି ଅଇରଇବା ଜଗତେଅନି ଆମ୍କେ ଉଦାର୍ କର୍ବାକେ ଆମର୍ ବାବା ପରମେସର୍ ମନ୍ କଲାଟା, ମାନିକରି କିରିସ୍ଟ ଆମର୍ ପାପର୍ ପାଇ ନିଜ୍କେ ସର୍ପିଦେଲା । 5 ପରମେସର୍ କାଲ୍ କାଲ୍ ଜୁଗ୍ ଜୁଗ୍ ଡାକ୍ପୁଟା ପାଅ । ଆମେନ୍ ! 6 କିରିସ୍ଟ ଜିବନ୍ ଦୁକାଇକରିସେ ତମ୍କେ ଡାକିରଇଲା । ମାତର୍ ତମେ ତାକେ ଏତେକ୍ ଦାପ୍ରେ ଚାଡିଦେଇକରି ଆରି ଗଟେକ୍ ବିନ୍ ସୁବ୍କବର୍ବାଟେ ମନ୍ ଦେଲାସ୍ନି । ତମର୍ ଏ ମନ୍ ବାଦ୍ଲାଇବାଟା ଦେକିକରି ଇତି ମୁଇ କାବା ଅଇଗାଲିନି । 7 ଏ ସୁବ୍କବର୍ ଚାଡି ଆରି ଗଟେକ୍ ବିନ୍ ସୁବ୍କବର୍ ନାଇ । ମାତର୍ ମୁଇ ଏନ୍ତି କଇଲିନି, କାଇକେ ବଇଲେ କେତେଲକ୍ କିରିସ୍ଟର୍ ସୁବ୍କବର୍ ବିନ୍ ବିନ୍ ରକାମ୍ କରି, ତମ୍କେ କଚପଚ କର୍ବାକେ ଚେସ୍ଟା କଲାଇନି ବଲି ମୁଇ ସୁନ୍ଲିନି । 8 ମାତର୍ ଆମେ ତମର୍ ଲଗେ ଜନ୍ ସୁବ୍କବର୍ ଜାନାଇ ରଇଲୁ, ଜଦି ସେଟାକେ ଚାଡି ବିନ୍ ଗଟେକ୍ ସୁବ୍କବର୍ ଆମେ ନିଜେ, ନଇଲେ ସରଗ୍ ଦୁତ୍ ମିସା ଜାନାଇସି ବଇଲେ, ସେ ଅବିସାପ୍ ପାଅ । 9 ଏଟା ଆମେ ଆଗ୍ତୁ କଇରଇଲୁ ଆରି ମୁଇ ଏବେ ଆରି ତରେକ୍ କଇଲିନି, ତମେ ତମର୍ ଜିବନେ ଜନ୍ ସୁବ୍କବର୍ ମାନିରଇଲାସ୍, ସେଟା ଚାଡି ଆରି ଜଦି କେ, କାଇମିସା ବିନ୍ ସୁବ୍କବର୍ ଜାନାଇସି ବଇଲେ ସେ ଅବିସାପ୍ ପାଅ । 10 ଏଟା ସୁନି ତମେ ମନେ ମନେ କାଇଟା ବାବ୍ଲାସ୍ନି ? ମୁଇ ଲକ୍ମନର୍ ମାନ୍ବାଟା ପାଇବାକେ ଚେସ୍ଟା କଲିନି କି ? ନାଇ, କେବେ ନାଇ । ମୁଇ ପରମେସରର୍ ମାନ୍ବାଟାସେ ମନ୍ କଲିନି । ମୁଇ କାଇ ଡାକ୍ପୁଟା ଅଇବି ବଲି ମନ୍ କଲିନି କି ? ମୁଇ ଜଦି ଏବେ ଜାକ ଡାକ୍ପୁଟା ଅଇବାକେ ମନ୍ କର୍ତି ବଇଲେ, ଆଜି କିରିସ୍ଟର୍ ସେବାକାରିଆ ନ ଅଇତି । 11 କାଇକେବଇଲେ, ଏ ବାଇବଇନିମନ୍ ମୁଇ ତମ୍କେ ଜନ୍ ସୁବ୍କବର୍ ଜାନାଇଲିନି, ସେଟା ମୁନୁସର୍ଟାନେଅନି ବାରଏ ନାଇ । 12 ତେବେ ମୁଇ ସେଟା ମୁନୁସ୍ ମନର୍ ଟାନେଅନି ପାଇନାଇ, କି କେ ମକେ ସିକାଅତ୍ ନାଇ । ନିଜେ ଜିସୁ କିରିସ୍ଟ ସେଟା ମକେ ଜାନାଇଲା ଆଚେ । 13 ଆଗ୍ତୁ ମୁଇ ଜିଉଦି ଦରମ୍ ନାମ୍ବା ବେଲାଇ ଜେନ୍ତିକି ଜିଇତେ କାଇତେ ରଇଲି । ପାର୍ତନା କର୍ବାକେ ରୁଣ୍ଡ୍ବା ଲକ୍ମନ୍କେ କେନ୍ତି କସ୍ଟ ଦେଇତେ ରଇଲି ଆରି ସେଟାମନ୍ ନସ୍ଟ କର୍ବାକେ କେନ୍ତି ଚେସ୍ଟା କରିରଇଲି, ଏଟା ସବୁ ବିସଇ ତମ୍କେ ଜାନାଇଦିଆଅଇଆଚେ । 14 ଜିଉଦି ଦରମ୍ ମାନ୍ବା ବେଲେ, ମୁଇ ଦାଙ୍ଗ୍ଡା ବଇସେ ଆମର୍ ଜିଉଦିମନର୍ ବିତ୍ରେ ସବୁକେ ଅନି ଆଗ୍ତୁ ରଇଲି ଆରି ଆମର୍ ଆନିଦାଦିମନ୍ ବିସ୍ବାସ୍ କରି ଆଇତେରଇବା ରିତିନିତି ବେସି ଡାଟ୍ ସଙ୍ଗ୍ ମାନ୍ତେରଇଲି । 15 ମାତର୍ ପରମେସର୍ ତାର୍ ଜିବନ୍ ଦୁକାଇ ମର୍ ମାଆର୍ ଗର୍ବେ ରଇଲା ବେଲେ, ମକେ ବାଚିରଇଲା ଆରି ତାର୍ ସେବା କର୍ବାକେ ଡାକ୍ଲା । 16 ଆରି ଜେଡେବେଲେ ଜିଉଦି ନଇଲା ଲକ୍ମନର୍ ଟାନେ ସୁବ୍କବର୍ ଜାନାଇବାକେ ପର୍ମେସର୍ ମକେ ତାର୍ ପଅକେ ଦେକାଇଲା, । ଏ ବିସଇନେଇ ମୁଇ କାର୍ଲଗେ ଜିବି ଆରି ସେମନ୍ ମକେ ସିକାଇଦେଅତ୍ ବଲି ଚିନ୍ତାକରି ନାଇ । 17 ଜେନ୍ତିକି ମର୍ ଆଗ୍ତୁ ଜେତ୍କି ଲକ୍ ପେରିତ୍ ସିସ୍ ଅଇରଇଲାଇ, ସେମନର୍ ସଙ୍ଗ୍ ମିସ୍ବାକେ ଜିରୁସାଲାମେ ଜାଇନାଇ । ସେବେଲେ ମୁଇ ଦାପ୍ରେ ବାରଇ ଆରବ୍ ଦେସେ ଉଟିଗାଲି । ଜାଇକରି ଆରିତରେକ୍ ଦାମାସ୍କସେ ବାଉଡି ଆଇଲି । 18 ଆରି ତିନ୍ ବରସ୍ ପଚେ ମୁଇ ପିତର୍କେ ବେଟ୍ ଅଇବାକେ ଜିରୁସାଲାମେ ଗାଲି । ତେଇ ତାର୍ସଙ୍ଗ୍ ଦୁଇ ଆଟ୍ ରଇଲି । 19 ମାତର୍ ମାପ୍ରୁର୍ ବାଇ ଜାକୁବ୍କେ ଚାଡ୍ଲେ ଆରି ମୁଇ କନ୍ ପେରିତ୍ ସିସ୍କେ ମିସା ବେଟ୍ ଅଇନାଇ । 20 ମୁଇ ଜେତ୍କି ବିସଇ ଲେକ୍ଲିନି, ସେଟା ସତ୍, ପରମେସର୍ ଜାନିଆଚେ ମୁଇ କାଇଟା ମିସା ମିଚ୍ କଇନାଇ ! 21 ତାର୍ପଚେ ମୁଇ ସିରିଆ ଆରି ସିଲିସିଆର୍ ବେସି ଜାଗାଇ ଜାଇରଇଲି । 22 ସେବେଲା ଜିଉଦା ରାଇଜେ ରଇଲା କିରସ୍ଟକେ ବିସ୍ବାସ୍ କର୍ବା ମଣ୍ଡଲିର୍ ଲକ୍ମନ୍ ମକେ ନିକସଙ୍ଗ୍ ନାଜାନି ରଇଲାଇ । 23 ବିନ୍ ଲକ୍ମନ୍ ମର୍ ବିସଇ ଜାଇଟା କଇରଇଲାଇ, ସେମନ୍ ସେତ୍କିସେ ଜାନିରଇଲାଇ । ବିନ୍ ଲକ୍ମନର୍ଟାନେଅନି ସେମନ୍ ସୁନିରଇଲାଇ କି, ଜନ୍ ଲକ୍ ଗଟେକ୍ ବେଲାଇ ଆମ୍କେ କସ୍ଟ ଦେଇତେ ରଇଲା, ଆମର୍ ଦରମ୍ କୁରୁପ୍ନାସ୍ କରିଦେବାକେ ଚେସ୍ଟା କର୍ତେ ରଇଲା, ଏବେ ସେ ଆକା ମାପ୍ରୁର୍ ସୁବ୍କବର୍ ଜାନାଇଲାନି ! 24 ସେଟାର୍ ପାଇ ସେମନ୍ ମର୍ପାଇ ପରମେସରର୍ ଡାକ୍ପୁଟା କର୍ତେରଇଲାଇ ।
In Other Versions
Galatians 1 in the ANGEFD
Galatians 1 in the ANTPNG2D
Galatians 1 in the AS21
Galatians 1 in the BAGH
Galatians 1 in the BBPNG
Galatians 1 in the BBT1E
Galatians 1 in the BDS
Galatians 1 in the BEV
Galatians 1 in the BHAD
Galatians 1 in the BIB
Galatians 1 in the BLPT
Galatians 1 in the BNT
Galatians 1 in the BNTABOOT
Galatians 1 in the BNTLV
Galatians 1 in the BOATCB
Galatians 1 in the BOATCB2
Galatians 1 in the BOBCV
Galatians 1 in the BOCNT
Galatians 1 in the BOECS
Galatians 1 in the BOGWICC
Galatians 1 in the BOHCB
Galatians 1 in the BOHCV
Galatians 1 in the BOHLNT
Galatians 1 in the BOHNTLTAL
Galatians 1 in the BOICB
Galatians 1 in the BOILNTAP
Galatians 1 in the BOITCV
Galatians 1 in the BOKCV
Galatians 1 in the BOKCV2
Galatians 1 in the BOKHWOG
Galatians 1 in the BOKSSV
Galatians 1 in the BOLCB
Galatians 1 in the BOLCB2
Galatians 1 in the BOMCV
Galatians 1 in the BONAV
Galatians 1 in the BONCB
Galatians 1 in the BONLT
Galatians 1 in the BONUT2
Galatians 1 in the BOPLNT
Galatians 1 in the BOSCB
Galatians 1 in the BOSNC
Galatians 1 in the BOTLNT
Galatians 1 in the BOVCB
Galatians 1 in the BOYCB
Galatians 1 in the BPBB
Galatians 1 in the BPH
Galatians 1 in the BSB
Galatians 1 in the CCB
Galatians 1 in the CUV
Galatians 1 in the CUVS
Galatians 1 in the DBT
Galatians 1 in the DGDNT
Galatians 1 in the DHNT
Galatians 1 in the DNT
Galatians 1 in the ELBE
Galatians 1 in the EMTV
Galatians 1 in the ESV
Galatians 1 in the FBV
Galatians 1 in the FEB
Galatians 1 in the GGMNT
Galatians 1 in the GNT
Galatians 1 in the HARY
Galatians 1 in the HNT
Galatians 1 in the IRVA
Galatians 1 in the IRVB
Galatians 1 in the IRVG
Galatians 1 in the IRVH
Galatians 1 in the IRVK
Galatians 1 in the IRVM
Galatians 1 in the IRVM2
Galatians 1 in the IRVO
Galatians 1 in the IRVP
Galatians 1 in the IRVT
Galatians 1 in the IRVT2
Galatians 1 in the IRVU
Galatians 1 in the ISVN
Galatians 1 in the JSNT
Galatians 1 in the KAPI
Galatians 1 in the KBT1ETNIK
Galatians 1 in the KBV
Galatians 1 in the KJV
Galatians 1 in the KNFD
Galatians 1 in the LBA
Galatians 1 in the LBLA
Galatians 1 in the LNT
Galatians 1 in the LSV
Galatians 1 in the MAAL
Galatians 1 in the MBV
Galatians 1 in the MBV2
Galatians 1 in the MHNT
Galatians 1 in the MKNFD
Galatians 1 in the MNG
Galatians 1 in the MNT
Galatians 1 in the MNT2
Galatians 1 in the MRS1T
Galatians 1 in the NAA
Galatians 1 in the NASB
Galatians 1 in the NBLA
Galatians 1 in the NBS
Galatians 1 in the NBVTP
Galatians 1 in the NET2
Galatians 1 in the NIV11
Galatians 1 in the NNT
Galatians 1 in the NNT2
Galatians 1 in the NNT3
Galatians 1 in the PDDPT
Galatians 1 in the PFNT
Galatians 1 in the RMNT
Galatians 1 in the SBIAS
Galatians 1 in the SBIBS
Galatians 1 in the SBIBS2
Galatians 1 in the SBICS
Galatians 1 in the SBIDS
Galatians 1 in the SBIGS
Galatians 1 in the SBIHS
Galatians 1 in the SBIIS
Galatians 1 in the SBIIS2
Galatians 1 in the SBIIS3
Galatians 1 in the SBIKS
Galatians 1 in the SBIKS2
Galatians 1 in the SBIMS
Galatians 1 in the SBIOS
Galatians 1 in the SBIPS
Galatians 1 in the SBISS
Galatians 1 in the SBITS
Galatians 1 in the SBITS2
Galatians 1 in the SBITS3
Galatians 1 in the SBITS4
Galatians 1 in the SBIUS
Galatians 1 in the SBIVS
Galatians 1 in the SBT
Galatians 1 in the SBT1E
Galatians 1 in the SCHL
Galatians 1 in the SUSU
Galatians 1 in the SUSU2
Galatians 1 in the SYNO
Galatians 1 in the TBIAOTANT
Galatians 1 in the TBT1E
Galatians 1 in the TBT1E2
Galatians 1 in the TFTIP
Galatians 1 in the TFTU
Galatians 1 in the TGNTATF3T
Galatians 1 in the THAI
Galatians 1 in the TNFD
Galatians 1 in the TNT
Galatians 1 in the TNTIK
Galatians 1 in the TNTIL
Galatians 1 in the TNTIN
Galatians 1 in the TNTIP
Galatians 1 in the TNTIZ
Galatians 1 in the TOMA
Galatians 1 in the TTENT
Galatians 1 in the UBG
Galatians 1 in the UGV
Galatians 1 in the UGV2
Galatians 1 in the UGV3
Galatians 1 in the VBL
Galatians 1 in the VDCC
Galatians 1 in the YALU
Galatians 1 in the YAPE
Galatians 1 in the YBVTP
Galatians 1 in the ZBP