Galatians 4 (SNT)
1 କାତା ଇସାବେ କଇଅଇସି । ପିଲା ବାବାର୍ ସବୁ ଦନ୍ସଁମ୍ପତି ପାଇବାର୍ ଅଦିକାର୍ ଆଚେ, ମାତର୍ ସବୁ ଜାକ ତାର୍ ଅଇରଇଲା ପଚେ ମିସା, ବୟସ୍ ନ ଅଇବା ଜାକ ସେ ଗତିଦାଙ୍ଗ୍ଡା ଇସାବେ ଲେକା ଅଇସି । 2 ବୟସ୍ ନ ଅଇବା ଜାକ, ତାର୍ ବାବା ଟିକ୍ କର୍ବା ବେଲା ନ ଅଇବା ଜାକ, ବିନ୍ ଲକ୍ମନ୍ ତାକେ ଜତନ୍ କର୍ବାଇ ଆରି ତାର୍ ସବୁ ବିସଇ ଦେକାରକା କର୍ବାଇ । 3 ସେନ୍ତାରିସେ ଆମେ ମିସା ଆତ୍ମାର୍ ଇସାବେ ବୟସ୍ ନ ଅଇବା ଆଗ୍ତୁ, ଜଗତ୍କେ ସାସନ୍ କର୍ବା ନିଅମ୍, ଆରି ରିତିନିତିର୍ ଗତିଦାଙ୍ଗ୍ଡା ଅଇ ରଇଲୁ । 4 ସାରାସାରି ଜେଡେବଲ୍ ସମାନ୍ ବେଲା କେଟ୍ଲା, ପରମେସର୍ ତାର୍ ନିଜର୍ ପଅକେ ପାଟାଇଲା । ଗଟେକ୍ ମାମୁଲି ଟକିର୍ ଗର୍ବେଅନି ଜାତ୍ ଅଇକରି ସେ ଜିଉଦି ନିଅମ୍ ମାନିକରି ଜିଇଲାଇ କାଇଲାଇ । 5 ଜେନ୍ତିକି ଦର୍କାର୍ ରଇଲା ମୁଲିଅ ଦେଇ, ନିଅମର୍ ବନ୍ଦନେଅନି ଲକ୍ମନ୍କେ ମୁକ୍ଲାଇବାକେ ଆରି ସେମନ୍କେ ପରମେସରର୍ ପିଲାଜିଲା ଅଇବାକେ ବେଲା ଟିକ୍ କର୍ବାକେ, ତାର୍ ଜିବନର୍ ଆଦେସ୍ ରଇଲା । 6 ତମେମନ୍ ଜେ ପରମେସରର୍ ପିଲାଜିଲା, ଏଟା ଦେକାଇ ଦେବାକେ, ପରମେସର୍ ତାର୍ ପଅର୍ ଆତ୍ମା ଆମର୍ ମନ୍ ବିତ୍ରେ ପାଟାଇଲା ଆଚେ । ସେ ଆତ୍ମା ଆଉଲିଅଇ କଇଲାନି, “ବାବା ! ଏ ମର୍ ବାବା !” 7 ସେଟାର୍ପାଇ ତମେ ଆରି ବିକିଅଇରଇବା ଗତିଦାଙ୍ଗ୍ଡା ନୁଆସ୍, ମାତର୍ ପିଲାମନ୍ । ତମେ ତାର୍ ପିଲାଜିଲା ଅଇଲାର୍ ଲାଗି, ପରମେସର୍ ତାର୍ ପିଲାଟକିମନର୍ପାଇ ଜାଇଟା ସଙ୍ଗଇଲା ଆଚେ, ସେଟା ସବୁ ତମ୍କେ ଦାନ୍ କରିଦେଇସି । 8 ଆଗ୍ତୁ ତମେମନ୍ ପରମେସର୍କେ ଜାନି ନ ରଇଲାସ୍, ସେଟାର୍ ପାଇ ତମେ ମିଚ୍ ଦେବିଦେବ୍ତାମନର୍ ଗତି ଅଇରଇଲାସ୍ । 9 ମାତର୍ ଏବେ ତମେ ପରମେସର୍କେ ଜାନିଆଚାସ୍, ନଇଲେ ମୁଇ କଇବି ପରମେସର୍ ତମ୍କେ ଜାନିଆଚେ । ତେବେ ଏଟା କେନ୍ତି ଅଇପାରେ ଜେ, ତମ୍କେ ରକିଆ କରିନାପାରି, ବପୁ ନ ରଇ ନସିଜିବା ଦେବ୍ତାମନର୍ ଲଗେ ଆରି ତରେକ୍ ବାଉଡି ଜିବାକେ ମନ୍ କଲାସ୍ନି ? ତମେ କାଇକେ ଆରି ତରେକ୍ ସେମନର୍ ଗତିଦାଙ୍ଗ୍ଡା ଅଇବାକେ ମନ୍ କଲାସ୍ନି ? 10 ଦୁକର୍ କାତା, ତମେ କେତେଟା ଦିନ୍, ମାସ୍, ପାଗ୍ ଆରି ବରସ୍କେ ବେସି ମନ୍ଦିଆନ୍ ଦେଲାସ୍ନି । 11 ମୁଇ ତମର୍ ପାଇ ବେସି ଚିନ୍ତା କଲିନି । ତମର୍ପାଇ ମର୍ ସବୁ କାମ୍ ବେକାର୍ ଅଇଲା କି ? 12 ବାଇମନ୍, ମୁଇ ତମ୍କେ ଜୁଆର୍ କରି କଇଲିନି, ମୁଇ ଜେନ୍ତାର୍ କଇଲିନି, ସେନ୍ତାରି ଜିଆ । ମୁଇ ଜିଉଦି ଅଇଲେ ମିସା ତମର୍ପାରା ଜିଉଦି ନଇଲା ଲକ୍ ପାରା ଅଇକରି, ମସାର୍ ନିୟମେଅନି ମୁକ୍ଲିଆଚି । ଆରି ତମେ ମକେ କାଇମିସା ଅନିଆଇ କରାସ୍ ନାଇ । 13 ମୁଇ ପର୍ତୁମ୍ ତର୍ କାଇକେ ତମର୍ ସଙ୍ଗ୍ ରଇଲି, ସେଟା ଏତାଆ । ସେଡ୍କି ବେଲେ ମକେ ଜର୍ଅଇରଲାକେ ତମ୍କେ ସୁବ୍କବର୍ ଜାନାଇରଇଲି । 14 ମାତର୍ ମର୍ ଗାଗଡ୍ ନିକ ନ ରଇଲାର୍ପାଇ ତମ୍କେ ବେସି ଅସୁବିଦା ଅଇଲା । ଅଇଲେମିସା ତମେ ମକେ ଏଲା କରାସ୍ ନାଇ କି ଚାଡି ଦିଆସ୍ ନାଇ, ମାତର୍ ମକେ ଗଟେକ୍ ସରଗର୍ ଦୁତ୍ପାରା ଡାକି ରଇଲାସ୍ । କିରିସ୍ଟ ଜିସୁକେ ଜେନ୍ତି ତମେ ଡାକ୍ତାସ୍, ସେନ୍ତି ମକେ ମିସା ଡାକ୍ଲାସ୍ । 15 ସେବେଲା ତମେ କେତେକ୍ ସାର୍ଦା ରଇଲାସ୍ ! ମାତର୍ ଏବେ ଆମର୍ ବିତ୍ରେ ରଇବା ସେ ସାର୍ଦା କେନେ ଗାଲା ? ତମର୍ ବିସଇ ମୁଇ ଡାଟ୍ସଙ୍ଗ୍ କଇଲିନି ଜେ, ଜଦି ଅଇପାର୍ତା ଆଲେ, ତମର୍ ନିଜର୍ ନିଜର୍ ଆଁକି ବେଟି ଆନି ମକେ ଦେଇତାସ୍ ! 16 ମାତର୍ ମୁଇ ଏବେ ସତ୍ କଇଲାର୍ ପାଇ, କାଇ ତମର୍ ସତ୍ରୁ ଅଇଗାଲି ଆଚି କି ? 17 ସେ ବିନ୍ ଲକ୍ମନ୍ ତମର୍ ବାଟେ ବେସି ଦିଆନ୍ ଦେଲାଇନି । ମାତର୍ ସେମନର୍ ଦିଆନ୍ ଦେବାଟା ସତ୍ ଇସାବେ ନାଇ । ସେମନ୍ ଏଟା ମନ୍ କଲାଇନି, ଜେନ୍ତିକି ମର୍ବାଟେଅନି ତମ୍କେ ବିନେ କଲେ, ତମେ ତାକର୍ବାଟେ ମନ୍ କର୍ସା । 18 ବିନ୍ ଲକ୍ମନ୍ ତମର୍ ବାଟେ ବେସି ଦିଆନ୍ କର୍ବାଟା ନିକ ବିସଇ । ମୁଇ ରଇଲା ବେଲେ କି ନ ରଇଲା ବେଲେ ସେମନ୍ ତମର୍ଟାନେ ଦିଆନ୍ ଦେବାଟା ନିକ ବିସଇ, ମାତର୍ ତାକର୍ ଦିଆନ୍ ଦେବାଟା ଟିକ୍ ରଇବାର୍ ଆଚେ । 19 ଏ ମର୍ ଆଲାଦର୍ ପିଲାମନ୍, ତମର୍ ବିତ୍ରେ କିରିସ୍ଟର୍ ପାରା ଚଲାଚଲ୍ତି ଅଇ ଆଇବାକେ, ମୁଇ ଆରିତରେକ୍ ଆତ୍ଗଡ୍ ସୁକ୍ ଅଇବା ପାରା ଦୁକ୍କସ୍ଟ ପାଇଲିନି । 20 ଜେନ୍ତାରିକି ମୁଇ ଏବେ ତମର୍ ଲଗେ ରଇକରି ଦାକାପୁକା ନ କରି, ବିନ୍ ଇସାବେ କାତା ଅଇବାକେ ମନ୍ କଲିନି । କାଇକେବଇଲେ ମୁଇ ତମର୍ ବିସଇନେଇ ବେସି ଚିନ୍ତା କଲିନି । 21 ମସାର୍ ରିତିନିତିର୍ ତଲେସେ ରଇବାକେ ତମେ ମନ୍ କଲାସ୍ନି କି ? ମକେ କଇଦେକାପନି, ତମେ କାଇ ରିତିନିତିଟାନର୍ ବାକିଅ ସୁନାସ୍ ନାଇ କି ? 22 ଅବ୍ରାଆମ୍କେ ଦୁଇଟା ପଅ ରଇଲାଇ । ଗଟେକ୍ ତାର୍ ଗରେ ପାଇଟି କର୍ବା କୁଲିଆର୍ନିର୍ଟା, ଆରି ଗଟେକ୍ ତାର୍ ନିଜର୍ ବିବାଇ ମାଇଜିର୍ଟା । କାଇକେବଇଲେ ଲେକା ଆଚେ, 23 ଜନ୍ଟା କୁଲିଆର୍ନିର୍ ପଅ, ସେ ମୁନୁସର୍ ମନ୍ କଲା ଇସାବେ ଜନମ୍ ଅଇଲା । ଜନ୍ଟା ବିବାଇ ମାଇଜିର୍ଟା, ପର୍ମେସର୍ କରିରଇବା ସପତ୍ ଇସାବେ ଜାତ୍ ଅଇଲାଟା । 24 ଏ କାତା ଗଟେକ୍ ଜଟ୍କା ଇସାବେ ଆଚେ । କାଇକେବଇଲେ ଦୁଇଟା ମାଇଜି ଦୁଇଟା ରାଜିନାମା ପାରା । ଗଟେକ୍ ରାଜିନାମା ଆରାବ୍ ଦେସେ ରଇବା ସିନଅ ପର୍ବତ୍ ଉପ୍ରେ ପର୍ମେସର୍ ମସାକେ ଦେଇରଇବା ନିୟମ୍ । ଏ ରାଜିନାମା ଆଗାର୍କେ ସମାନ୍ କରି ଅଇସି । କାଇକେବଇଲେ ଆଗାର୍ ଆରି ତାର୍ ପିଲାମନ୍ ଗତି ଅଇରଇଲାଇ । ସମାନ୍ ସେନ୍ତାରିସେ ଏ ରାଜିନାମାର୍ ପିଲାମନ୍ ସବୁଲକ୍ ଗତିଦାଙ୍ଗ୍ଡା । 25 ଆଗାର୍କେ ଆରବର୍ ସିନଅ ପର୍ବତ୍ ସଙ୍ଗ୍ ସମାନ୍ କରିଅଇସି, କନ୍ତିଅନି ନିୟମ୍ ଆଇଲାଆଚେ । ତାକେ ଏବର୍ ଜିରୁସାଲାମ୍ ସଅର୍କେ ମିସା ସମାନ୍ କରିଅଇସି । କାଇକେବଇଲେ, ଜିରୁସାଲାମେ ରଇବା ଜିଉଦିମନ୍ ମସାର୍ ନିୟମ୍ ବିସ୍ବାସ୍ କଲାଇନି । ସେ ନିୟମ୍ ବିସ୍ବାସ୍ କରି ନିୟମର୍ ଗତିଦାଙ୍ଗ୍ଡା ଅଇଆଚତ୍ । 26 ମାତର୍ ଅବ୍ରାଆମର୍ ବିବାଇ ମାଇଜି ଜେ କି ଗତିଦାଙ୍ଗ୍ଡା ନଏଁ, ତାକେ ସରଗର୍ ଜିରୁସାଲାମ୍କେ ସମାନ୍ କରିଅଇସି । ସେ ଆମେ ବିସ୍ବାସ୍ କର୍ବା ସବୁ ଲକର୍ ମାଆ । 27 ଜେନ୍ତାରିକି ସାସ୍ତରେ ଲେକାଅଇଆଚେ,“ ଅଇରେ ବାଞ୍ଜି ମାଇଜି, ତୁଇ ସାର୍ଦା ଅ,କେବେମିସା ପିଲାଜିଲା ପାଇବା ଦୁକାସୁକାଦାରାଇ ଅଇବାଟା ନାଜାନିରଇଲେ ମିସାଆଉଲି ଅଇ ତର୍ ସାର୍ଦା ସବୁକେ ଜାନାଇଦେସ୍ । କାଇକେବଇଲେ ମୁନୁସ୍ ସଙ୍ଗ୍ବାସା ଅଇରଇବା ମାଇଜିର୍ ଟାନେଅନି ଗଟେକ୍ ଚାଡ୍ରିମାଇଜିର୍ ପିଲାଜିଲା ଅଦିକ୍ ଅଇସି । ” 28 ଏ ବାଇବଇନିମନ୍ ତମେ ଇସାକର୍ ପାରା ପର୍ମେସର୍ ସପତ୍ କରି ପାଟାଇରଇବା ପିଲାଜିଲା ଅଇଗାଲାସ୍ । 29 ସେବେଲେ ଅବ୍ରାଆମର୍ ପିଲା ଜେ କି ଗାଗଡର୍ ଇସାବେ ଜନମ୍ ଅଇରଇଲା, ତାର୍ ସାନ୍ ବାଇକେ ସାଦ୍ବାନ୍ଦ୍ କଲା । ଜେ କି ପର୍ମେସରର୍ ଆତ୍ମା ଇସାବେ ଜନମ୍ ଅଇଲା । ସେଟା ଏବେ ମିସା ଅଇଲାନି । 30 ମାତର୍ ଏ ବିସଇନେଇ ସାସ୍ତର୍ କାଇଟା କଇଲାନି ? ତେଇ ଲେକାଅଇଆଚେ, କୁଲିଆର୍ନି ଆରି ତାର୍ ପଅକେ ବାର୍କରାଇ ଦିଆସ୍ । କାଇକେବଇଲେ କୁଲିଆର୍ନିର୍ ପଅ ବିବାଇ ମାଇଜିର୍ ପଅର୍ ସଙ୍ଗ୍ ବାବାର୍ ଦନ୍ ସଁପତି ପାଇନାପାରେ । 31 ତେବେ ଏ ମର୍ ବାଇବଇନିମନ୍ ଆମେ କୁଲିଆର୍ନିର୍ ପିଲାଜିଲା ନଉଁ, ବିବାଇ ମାଇଜିର୍ ପିଲାଜିଲା ।