Matthew 4 (SNT)
1 ତାର୍ପଚେ ସୁକଲ୍ଆତ୍ମା ଜିସୁକେ ମରୁବାଲି ବୁଏଁ ଡାକିନେଲା । ତେଇ ସଇତାନ୍ ତାକେ ପରିକା କଲା । 2 ଜିସୁ ଚାଲିସ୍ ଦିନ୍ ଚାଲିସ୍ ରାତି ଉପାସ୍ ରଇକରି ବିତାଇଲା ପଚେ, ତାକେ ବେସି ବୁକ୍ କଲା । 3 ସେଡ୍କିବେଲେ ସଇତାନ୍ ତାର୍ ଲଗେ ଆସି କଇଲା “ତୁଇ ଜଦି ପର୍ମେସରର୍ ପଅ, ତେବେ ଏ ପାକ୍ନାମନ୍ ‘ରୁଟି ଅଇଜା’ ବଲି ଆଦେସ୍ ଦେସ୍ ।” 4 ମାତର୍ ଜିସୁ କଇଲା, “ସାସ୍ତରେ ଲେକାଆଚେ ମୁନୁସ୍ ଅବ୍କା ରୁଟି କାଇକରି ନ ବଁଚେ, ମାତର୍ ପର୍ମେସରର୍ ଟଣ୍ଡେ ଅନି ବାରଇବା ସବୁ ବାକିଅ ଟାନେ ବଁଚ୍ସି ।” 5 ତେଇଅନି ସଇତାନ୍ ଜିସୁକେ ସୁକଲ୍ ଗଡ୍ ଜିରୁସାଲାମ୍ ଡାକିନେଲା । ତେଇ ତାକେ ମନ୍ଦିର୍ ଟିପେ ଟିଆ କରାଇ କଇଲା, 6 “ତୁଇ ଜଦି ପର୍ମେସରର୍ ପଅ, ତେବେ ଇତିଅନି ତଲେ ଡେଗଇ ଦେସ୍, ସାସ୍ତରେ ଲେକା ଆଚେ,“ପର୍ମେସର୍ ତାର୍ ଦୁତ୍ମନ୍କେ ତର୍ ବିସଇନେଇ ଆଦେସ୍ ଦେଇସି,ଆରି ସେମନ୍ ତକେ ଆତେ ଦାରି ଟେକ୍ବାଇ ।ତେବେ ତର୍ ଗଡେ ପାକ୍ନା ନ ପାଏ ।” 7 ଜିସୁ ସଇତାନ୍କେ କଇଲା, “ ପର୍ମେସରର୍ ସାସ୍ତରେ ଏନ୍ତି ଲେକାଆଚେ, ତୁଇ ତର୍ ମାପ୍ରୁ ପର୍ମେସର୍କେ ପରିକା କର୍ନାଇ ।” 8 ତାର୍ ପଚେ ସଇତାନ୍ ଜିସୁକେ ବେସି ଉଁଚ୍ ରଇବା ଗଟେକ୍ ଡଙ୍ଗର୍ ଟିପେ ଡାକି ଦାରିଗାଲା । ଆରି ଦୁନିଆର୍ ସବୁ ରାଇଜର୍ ଦନ୍ ସଁପତି ଦେକାଇ କଇଲା, 9 “ତୁଇ ଜଦି ମକେ ମାଣ୍ଡିକୁଟା ଦେଇ ଜୁଆର୍ କର୍ସୁ ବଇଲେ ମୁଇ ଏ ସବୁ ତକେ ଦେଇପାକାଇବି ।” 10 ତେଇ ଜିସୁ ତାକେ କଇଲା “ମର୍ଟାନେଅନି ଦୁର୍ ଅ ସଇତାନ୍, ସାସ୍ତରେ ଲେକା ଆଚେ, ତୁଇ ପର୍ମେସର୍କେ ଜୁଆର୍ କର୍ସୁ, ଆରି ତାକେସେ ସେବା କର୍ସୁ ।” 11 ତାର୍ପଚେ ସଇତାନ୍ ଜିସୁକେ ଚାଡି ବାରିଗାଲା, ଆରି ଏଦେ ଦେକା ! ସରଗର୍ ଦୁତ୍ମନ୍ ଆସି ଜିସୁକେ ସେବା କର୍ବାର୍ ଦାର୍ଲାଇ । 12 ତାର୍ପଚେ ଡୁବନ୍ ଦେଉ ଜଅନ୍ ବନ୍ଦି ଅଇଲାଆଚେ ବଲି ଜିସୁ ସୁନିକରି ଗାଲିିଲି ଉଟି ଗାଲା । 13 ତାର୍ ପଚେ, ସେ ନାଜରିତ୍ ଚାଡି କରି ସବ୍ଲୁନର୍ ଆରି ନପ୍ତାଲିନ୍ ନାଉଁର୍ ଜାଗା ଲଗେ ରଇବା ଗାଡ୍ କଣ୍ଡି ରଇଲା, କପରନାଉମେ ଜାଇ ବାସା କଲା । 14 ଜେନ୍ତାର୍ କି ଜିସାୟ ବବିସତ୍ବକ୍ତାର୍ ଏ କାତା ପୁରୁନ୍ ଅଇଲା । ସେ କଇରଇଲା, 15 “ଜର୍ଦନ୍ ଗାଡ୍ ସେପାଟେ ସମ୍ଦୁରେ ଜିବା ବାଟେରଇଲା ସବ୍ଲୁନ୍ ଆରି ନାପ୍ତାଲି ନାଉଁର୍ଦୁଇଟା ଦେସ୍, ଅବିସ୍ବାସି ମନର୍ ଗାଲିଲି ! 16 ଆନ୍ଦାରେ ରଇବା ଲକ୍ମନ୍ ବଡ୍ ଉଜଲର୍ ଦର୍ସନ୍ ଦେକ୍ବାଇଆରି ମରନର୍ ଆନ୍ଦାରେ ରଇଲାଲକ୍ମନର୍ ଉପ୍ରେ ସେ ଉଜଲ୍ ଉଦ୍ସି ।” 17 ସେ ବେଲାଇ ଅନି ଜିସୁ କଇବାର୍ ଆରାମ୍ କରି ଜାନାଇବାର୍ ଦାର୍ଲା । ପାପ୍ କର୍ବାତେଇଅନି ମନ୍ ବଦ୍ଲାଆ, ସରଗ୍ ରାଇଜ୍ ଲଗେ କେଟ୍ଲା । 18 ଜିସୁ ଗାଲିଲି ସମ୍ଦୁର୍ ପାଲି ରଇବା ଜାଗାମନ୍କେ ବୁଲ୍ବାବେଲେ ସିମନ୍ ଜାକେ କି ପିତର୍ ବଲି କଇବାଇ, ଆରି ତାର୍ ବାଇ ଆନ୍ଦ୍ରିୟ, ଏ ଦୁଇ ଲକ୍କେ ବେଟ୍ ଅଇଲା । ଏ ଦୁଇ ବାଇ ଗାଡେ ବଇଜାଲ୍ ମାରି ମାଚ୍ ଦାର୍ତେରଇଲାଇ । 19 ଜିସୁ ସେ ଦୁଇ ବାଇକେ ଡାକି କଇଲା, “ମର୍ ସଙ୍ଗ୍ ଆସା, ମୁଇ ତମ୍କେ ଲକ୍ମନ୍କେ ମାପ୍ରୁର୍ବାଟେ ଆନ୍ବାଟା ସିକାଇବି ।” 20 ସେଦାପ୍ରେ ସେମନ୍ ଜାଲ୍ ଚାଡି, ଜିସୁର୍ ପଚେ ପଚେ ଗାଲାଇ । 21 ଜିସୁ ଆରି ତେଇଅନି କଣ୍ଡେକ୍ ଦୁର୍ ଆଗେ ଜାଇ ଜେବଦିର୍ ପଅ ଜାକୁବ୍ ଆରି ତାର୍ ବାଇ ଜଅନ୍କେ ବେଟ୍ ଅଇଲା । ସେଡ୍କିବେଲେ ଏ ଦୁଇବାଇ ତାକର୍ ବାବା ସଙ୍ଗ୍ ଡଙ୍ଗାଇ ଜାଲ୍ ସାଜାଡ୍ତେ ରଇଲାଇ । 22 ଜିସୁ ସେମନ୍କେ ମିସା ଡାକ୍ଲା ଆରି ସେମନ୍ ଦାପ୍ରେ ଡଙ୍ଗା ଆରି ତାକର୍ ବାବାକେ ଚାଡିକରି ଜିସୁର୍ ସଙ୍ଗ୍ ଗାଲାଇ । 23 ଜିସୁ ଗାଲିଲିର୍ ଗୁଲାଇବାଟେ ବୁଲି ବୁଲି ଜିଉଦିମନର୍ ସବୁ ପାର୍ତନା ଗର୍ମନ୍କେ ସିକିଆ ଦେଇ, ପର୍ମେସରର୍ ରାଇଜର୍ ବିସଇ ଜାନାଇଲା । ଆରି ବିନ୍ ବିନ୍ ରଗେ ରଇବା ଲକ୍ମନ୍କେ ସବୁ ରକାମର୍ ରଗ୍ ଆରି ସବୁ ଦୁକ୍ କସ୍ଟ, ନିମାନ୍ କଲା । 24 ସିରିଆ ଦେସର୍ ଗୁଲାଇବାଟେ ତାର୍ ନାଉଁ ଜାନ୍ଲାଇ ଆରି ଲକ୍ମନ୍ ଡୁମା ଦାରିରଇବା, ମୁର୍ଚା ଅଇରଇବା, ଚେରେଙ୍ଗ୍ ଦାରି ରଇବା ଆରି ବିଆଦି ଦାରିରଇଲା ଲକ୍ମନ୍କେ ତାର୍ଲଗେ ଆନ୍ଲାଇ । ସେ ସବୁକେ ନିକ କଲା । 25 ଆନି ରଇବା ସବୁ ଲକ୍ମନ୍କେ ଜିସୁ ନିକ କଲା । ଗାଲିଲି ଅନି ଆରି ଦସ୍ଟା ସଅରେଅନି, ଆରି ଜିରୁସାଲାମ୍, ଜିଉଦା ଆରି ଜର୍ଦନ୍ ସେବାଟେ ରଇଲା ଜାଗାମନର୍ତେଇଅନି ବେସି ଲକ୍ମନ୍ ଜିସୁର୍ ସଙ୍ଗ୍ ଗାଲାଇ ।
In Other Versions
Matthew 4 in the ANGEFD
Matthew 4 in the ANTPNG2D
Matthew 4 in the AS21
Matthew 4 in the BAGH
Matthew 4 in the BBPNG
Matthew 4 in the BBT1E
Matthew 4 in the BDS
Matthew 4 in the BEV
Matthew 4 in the BHAD
Matthew 4 in the BIB
Matthew 4 in the BLPT
Matthew 4 in the BNT
Matthew 4 in the BNTABOOT
Matthew 4 in the BNTLV
Matthew 4 in the BOATCB
Matthew 4 in the BOATCB2
Matthew 4 in the BOBCV
Matthew 4 in the BOCNT
Matthew 4 in the BOECS
Matthew 4 in the BOGWICC
Matthew 4 in the BOHCB
Matthew 4 in the BOHCV
Matthew 4 in the BOHLNT
Matthew 4 in the BOHNTLTAL
Matthew 4 in the BOICB
Matthew 4 in the BOILNTAP
Matthew 4 in the BOITCV
Matthew 4 in the BOKCV
Matthew 4 in the BOKCV2
Matthew 4 in the BOKHWOG
Matthew 4 in the BOKSSV
Matthew 4 in the BOLCB
Matthew 4 in the BOLCB2
Matthew 4 in the BOMCV
Matthew 4 in the BONAV
Matthew 4 in the BONCB
Matthew 4 in the BONLT
Matthew 4 in the BONUT2
Matthew 4 in the BOPLNT
Matthew 4 in the BOSCB
Matthew 4 in the BOSNC
Matthew 4 in the BOTLNT
Matthew 4 in the BOVCB
Matthew 4 in the BOYCB
Matthew 4 in the BPBB
Matthew 4 in the BPH
Matthew 4 in the BSB
Matthew 4 in the CCB
Matthew 4 in the CUV
Matthew 4 in the CUVS
Matthew 4 in the DBT
Matthew 4 in the DGDNT
Matthew 4 in the DHNT
Matthew 4 in the DNT
Matthew 4 in the ELBE
Matthew 4 in the EMTV
Matthew 4 in the ESV
Matthew 4 in the FBV
Matthew 4 in the FEB
Matthew 4 in the GGMNT
Matthew 4 in the GNT
Matthew 4 in the HARY
Matthew 4 in the HNT
Matthew 4 in the IRVA
Matthew 4 in the IRVB
Matthew 4 in the IRVG
Matthew 4 in the IRVH
Matthew 4 in the IRVK
Matthew 4 in the IRVM
Matthew 4 in the IRVM2
Matthew 4 in the IRVO
Matthew 4 in the IRVP
Matthew 4 in the IRVT
Matthew 4 in the IRVT2
Matthew 4 in the IRVU
Matthew 4 in the ISVN
Matthew 4 in the JSNT
Matthew 4 in the KAPI
Matthew 4 in the KBT1ETNIK
Matthew 4 in the KBV
Matthew 4 in the KJV
Matthew 4 in the KNFD
Matthew 4 in the LBA
Matthew 4 in the LBLA
Matthew 4 in the LNT
Matthew 4 in the LSV
Matthew 4 in the MAAL
Matthew 4 in the MBV
Matthew 4 in the MBV2
Matthew 4 in the MHNT
Matthew 4 in the MKNFD
Matthew 4 in the MNG
Matthew 4 in the MNT
Matthew 4 in the MNT2
Matthew 4 in the MRS1T
Matthew 4 in the NAA
Matthew 4 in the NASB
Matthew 4 in the NBLA
Matthew 4 in the NBS
Matthew 4 in the NBVTP
Matthew 4 in the NET2
Matthew 4 in the NIV11
Matthew 4 in the NNT
Matthew 4 in the NNT2
Matthew 4 in the NNT3
Matthew 4 in the PDDPT
Matthew 4 in the PFNT
Matthew 4 in the RMNT
Matthew 4 in the SBIAS
Matthew 4 in the SBIBS
Matthew 4 in the SBIBS2
Matthew 4 in the SBICS
Matthew 4 in the SBIDS
Matthew 4 in the SBIGS
Matthew 4 in the SBIHS
Matthew 4 in the SBIIS
Matthew 4 in the SBIIS2
Matthew 4 in the SBIIS3
Matthew 4 in the SBIKS
Matthew 4 in the SBIKS2
Matthew 4 in the SBIMS
Matthew 4 in the SBIOS
Matthew 4 in the SBIPS
Matthew 4 in the SBISS
Matthew 4 in the SBITS
Matthew 4 in the SBITS2
Matthew 4 in the SBITS3
Matthew 4 in the SBITS4
Matthew 4 in the SBIUS
Matthew 4 in the SBIVS
Matthew 4 in the SBT
Matthew 4 in the SBT1E
Matthew 4 in the SCHL
Matthew 4 in the SUSU
Matthew 4 in the SUSU2
Matthew 4 in the SYNO
Matthew 4 in the TBIAOTANT
Matthew 4 in the TBT1E
Matthew 4 in the TBT1E2
Matthew 4 in the TFTIP
Matthew 4 in the TFTU
Matthew 4 in the TGNTATF3T
Matthew 4 in the THAI
Matthew 4 in the TNFD
Matthew 4 in the TNT
Matthew 4 in the TNTIK
Matthew 4 in the TNTIL
Matthew 4 in the TNTIN
Matthew 4 in the TNTIP
Matthew 4 in the TNTIZ
Matthew 4 in the TOMA
Matthew 4 in the TTENT
Matthew 4 in the UBG
Matthew 4 in the UGV
Matthew 4 in the UGV2
Matthew 4 in the UGV3
Matthew 4 in the VBL
Matthew 4 in the VDCC
Matthew 4 in the YALU
Matthew 4 in the YAPE
Matthew 4 in the YBVTP
Matthew 4 in the ZBP