Philemon 1 (SNT)
1 ମୁଇ ପାଉଲ୍ ଜେକି ଜିସୁକିରିସ୍ଟର୍ ଲାଗି ବନ୍ଦି ଆଚି । ଆରି ଆମର୍ ବାଇ ତିମତି ।ଆମେ ମିସିକରି ଆମର୍ ମଇତର୍ ଆରି ସଙ୍ଗର୍ କାମ୍କରୁ ପିଲିମନ୍କେ ଏ ଚିଟି ଲେକ୍ଲୁନି । 2 ତର୍ ଗରେ ରୁଣ୍ଡିକରି ପାର୍ତନା କର୍ବା ମଣ୍ଡଲିକେ, ଆରି ଆମର୍ ବଇନି ଆପିୟାକେ, ଗଟେକ୍ ସନିଅ ପାରା ଆମର୍ ବିସ୍ବାସ୍ ଦେକାରକା କର୍ବା ଆର୍କିପସ୍କେ ମିସା ଏ ଚିଟି ଲେକ୍ଲୁନି । 3 ଆମର୍ ବାବା ପରମେସର୍ ଆରି ମାପ୍ରୁ ଜିସୁ କିରିସ୍ଟ ତାର୍ ଜିବନ୍ ଦୁକାଇ ଦୟା ଦେକାଅ ଆରି ସାନ୍ତି ଦେଅ । 4 ବାଇ ପିଲିମନ୍, ମୁଇ ଜେଡେବେଲେ ମିସା ପାର୍ତନା କର୍ବା ବେଲେ, ତକେ ଏତାଇକରି ପର୍ମେସର୍କେ ଦନିଅବାଦ୍ ଦେଲିନି । 5 କାଇକେବଇଲେ ପର୍ମେସରର୍ ଲକର୍ପାଇ ରଇବା ତମର୍ ଆଲାଦ୍ ଆରି ମାପ୍ରୁ ଜିସୁର୍ଟାନେ ରଇବା ତମର୍ ବିସ୍ବାସ୍ ମୁଇ ସୁନିଆଚି । 6 କିରିସ୍ଟର୍ ସଙ୍ଗ୍ ଆମେ ମିସ୍ଲାର୍ପାଇ ଆମର୍ ଜିବନେ ଜେତ୍କି ସବୁ ଆସିର୍ବାଦ୍ ପାଇଆଚୁ, ସେଟା ସବୁ ନିକ ସଙ୍ଗ୍ ବୁଜ୍ବାକେ ଆମେ ତମର୍ ସଙ୍ଗ୍ ରଇଲାବେଲେ, ବୁଜିପାର୍ବୁ ବଲି ମୁଇ ଆସା କଲିନି । 7 ଏ ମର୍ ଆଲାଦର୍ ବାଇ, ତର୍ ଆଲାଦ୍ ମକେ ବେସି ସାର୍ଦା କରାଇଲା ଆଚେ । ପର୍ମେସରର୍ ସବୁଲକର୍ ମନ୍ ମିସା ତୁଇ ସାର୍ଦା କରାଇ ଆଚୁସ୍ । 8 ତେବେ ଏଟାର୍ଲାଗି କିରିସ୍ଟର୍ ପାଇ ଗଟେକ୍ ବାଇ ଇସାବେ ତକେ ତିଆର୍ବାକେ ମର୍ ପୁରାପୁରୁନ୍ ଅଦିକାର୍ ଆଚେ । 9 ମାତର୍ ମୁଇ ତକେ ଆଲାଦ୍ କଲିନି, ସେଟାର୍ଲାଗି ଅବ୍କା ବାବୁଜିଆ କର୍ବି । ମୁଇ ପାଉଲ୍ କିରିସ୍ଟ ଜିସୁର୍ ମୁକିଅ କବର୍ନେଉ ଅଇରଇଲେମିସା, ତାର୍ଲାଗି ଏବେ ମୁଇ ବନ୍ଦିଅଇଆଚି । 10 ଅନିସ୍ମସ୍ ଜେକି କିରିସ୍ଟର୍ ଲାଗି ମର୍ ନିଜର୍ ପଅ ପାରା ଅଇଗାଲା ଆଚେ । ତାର୍ ବାଦୁଲେ ମୁଇ ତକେ ବାବୁଜିଆ କଲିନି । ଆମେ ବନ୍ଦିଗରେ ରଇଲା ବେଲେ, ମୁଇ ତାର୍ ଆତ୍ମା ଇସାବେ ରଇବା ବାବା ପାରା ଅଇଆଚି । 11 ଗଟେକ୍ ବେଲାଇ ସେ ତର୍ପାଇ ଅବ୍କା ରଇଲା । ମାତର୍ ଏବେ ଆମର୍ ଦୁଇଲକର୍ ଲଡାକେ ଲାଗ୍ବା ଲକ୍ ଅଇଲା । 12 ମୁଇ ଏବେ ତାକେ ତର୍ ଲଗେ ପାଟାଇଲିନି । ମର୍ ଜିବନେ କାନ୍ଦି କାନ୍ଦି ଆଚି । 13 ତାକେ ବନ୍ଦିଗରେ ମର୍ ସଙ୍ଗ୍ ରଅ ବଲି ମନ୍ କର୍ତେରଇଲି । ସୁବ୍ କବରର୍ ଲାଗି ତର୍ ବାଦୁଲେ ସେ ମକେ ଇତି ସାଇଜ କର୍ତା । 14 ମାତର୍ ତୁଇ ମକେ ସାଇଜ କର୍ ଆକା ବଲି ବାଦିଅ କରିନାଇ । ତୁଇ ନିଜେ ମନ୍କରି କଲେ, ମୁଇ ମନ୍ କର୍ତି । ତେବେ ତୁଇ ରାଜି ନ ଅଇତେ ମୁଇ କାଇଟା ନ କରି । 15 ଜେନ୍ତାରିକି ଅନିସ୍ମସ୍ ଆରି ତୁଇ, ସାଉକାର୍ ଆରି ଗତିଦାଙ୍ଗ୍ଡା ପାରା ନ ଅଇ, ମର୍ବା ଜାକ ନିଜର୍ ବାଇ ଇସାବେ ରଇବାକେ, ଚନେକର୍ପାଇ ତର୍ଟାନେଅନି ଦୁରିକେ ରଇଲା । 16 ଆରି ଏବେ ସେ ଅବ୍କା ଗତିଦାଙ୍ଗ୍ଡା ନଏଁ, ମାତର୍ କିରିସ୍ଟର୍ ଲାଗି ଗଟେକ୍ ଆଲାଦର୍ ବାଇ ଅଇଆଚେ । ମୁଇ ତାକେ ବେସି ଆଲାଦ୍ କଲିନି । କିରିସ୍ଟର୍ ଲାଗି ଗଟେକ୍ ବାଇ ଇସାବେ ଆରି ଗତିଦାଙ୍ଗ୍ଡା ଇସାବେ ସେ ତର୍ପାଇ କେତେକ୍ ଅଦିକ୍ ଆଲାଦର୍ ଲକ୍ ଅଇସି । 17 ତେବର୍ପାଇ ତୁଇ ମକେ ଜଦି ସଙ୍ଗର୍କାମ୍କରୁ ଇସାବେ ଦେକ୍ଲୁସ୍ନି, ଜେନ୍ତି ତୁଇ ମକେ ଡାକିନେଇତୁସ୍, ସେନ୍ତାରିସେ ତାକେ ମିସା ଡାକିନେ । 18 ସେ ଜଦି ତର୍ କାଇ ପାପ୍ଦସ୍ କରି ରଇଲେ, କି କାଇଟା ଦେବାର୍ ରଇଲେ ସେଟା ମର୍ ରୁନ୍ବଲି ବାବ୍ । 19 ଏବେ ମୁଇ ନିଜେ ଲେକ୍ଲିନି ମୁଇ ପାଉଲ୍ ତକେ ସୁଜ୍ବି । ତୁଇତା ମର୍ ରୁନି ଅଇ ଆଚୁସ୍, ଏଟା ମୁଇ ତକେ ଏତାଇଦେବାକେ ଲଡା ନାଇ । 20 ତେବେ ତୁଇ ଜେକି କିରିସ୍ଟର୍ ଲାଗି ମର୍ ବାଇଅଇଆଚୁସ୍ । ମର୍ପାଇ ଏ ଗଟେକ୍ କାମ୍ କରି ମକେ ସାର୍ଦା କରାଆ । 21 ଏଟା ଲେକ୍ଲାବେଲେ, ମୁଇ ଡାଟ୍ ସଙ୍ଗ୍ ଜାନିଆଚି, ମୁଇ ମାଙ୍ଗ୍ବା ବିସଇ ତୁଇ କର୍ସୁ ଆକା । ଦେକ୍ଲେ, ମାଙ୍ଗ୍ଲାତେଇଅନି ଅଦିକ୍ କର୍ସୁ । 22 ଏଟାଚାଡି ମର୍ପାଇ ଗଟେକ୍ ବାକ୍ରା ସାଜାଡି ର । କାଇକେବଇଲେ, ତୁଇ ପାର୍ତନା କଲା ଇସାବେ ମୁଇ ତର୍ଲଗେ ଦାପ୍ରେ କେଟିପାର୍ବି । 23 ଏପାପ୍ରା ଜେକି କିରିସ୍ଟର୍ ଲାଗି ମର୍ସଙ୍ଗ୍ ବନ୍ଦିଅଇଆଚେ, ସେ ତାର୍ ଜୁଆର୍ ଜାନାଇଲାନି । 24 ସେନ୍ତାରିସେ, ମର୍ ସଙ୍ଗର୍ କାମ୍ କରୁମନ୍ ମାର୍କ, ଆରିସ୍ତାକସ୍, ଦିମା ଆରି ଲୁକ୍ ମିସା । 25 ଆମର୍ ମାପ୍ରୁ ଜିସୁ କିରିସ୍ଟ ଜିବନ୍ ଦୁକାଇ ଦୟା ଦେକାଇଲାଟା ତମର୍ ସବୁର୍ ସଙ୍ଗ୍ ର ।
In Other Versions
Philemon 1 in the ANGEFD
Philemon 1 in the ANTPNG2D
Philemon 1 in the AS21
Philemon 1 in the BAGH
Philemon 1 in the BBPNG
Philemon 1 in the BBT1E
Philemon 1 in the BDS
Philemon 1 in the BEV
Philemon 1 in the BHAD
Philemon 1 in the BIB
Philemon 1 in the BLPT
Philemon 1 in the BNT
Philemon 1 in the BNTABOOT
Philemon 1 in the BNTLV
Philemon 1 in the BOATCB
Philemon 1 in the BOATCB2
Philemon 1 in the BOBCV
Philemon 1 in the BOCNT
Philemon 1 in the BOECS
Philemon 1 in the BOGWICC
Philemon 1 in the BOHCB
Philemon 1 in the BOHCV
Philemon 1 in the BOHLNT
Philemon 1 in the BOHNTLTAL
Philemon 1 in the BOICB
Philemon 1 in the BOILNTAP
Philemon 1 in the BOITCV
Philemon 1 in the BOKCV
Philemon 1 in the BOKCV2
Philemon 1 in the BOKHWOG
Philemon 1 in the BOKSSV
Philemon 1 in the BOLCB
Philemon 1 in the BOLCB2
Philemon 1 in the BOMCV
Philemon 1 in the BONAV
Philemon 1 in the BONCB
Philemon 1 in the BONLT
Philemon 1 in the BONUT2
Philemon 1 in the BOPLNT
Philemon 1 in the BOSCB
Philemon 1 in the BOSNC
Philemon 1 in the BOTLNT
Philemon 1 in the BOVCB
Philemon 1 in the BOYCB
Philemon 1 in the BPBB
Philemon 1 in the BPH
Philemon 1 in the BSB
Philemon 1 in the CCB
Philemon 1 in the CUV
Philemon 1 in the CUVS
Philemon 1 in the DBT
Philemon 1 in the DGDNT
Philemon 1 in the DHNT
Philemon 1 in the DNT
Philemon 1 in the ELBE
Philemon 1 in the EMTV
Philemon 1 in the ESV
Philemon 1 in the FBV
Philemon 1 in the FEB
Philemon 1 in the GGMNT
Philemon 1 in the GNT
Philemon 1 in the HARY
Philemon 1 in the HNT
Philemon 1 in the IRVA
Philemon 1 in the IRVB
Philemon 1 in the IRVG
Philemon 1 in the IRVH
Philemon 1 in the IRVK
Philemon 1 in the IRVM
Philemon 1 in the IRVM2
Philemon 1 in the IRVO
Philemon 1 in the IRVP
Philemon 1 in the IRVT
Philemon 1 in the IRVT2
Philemon 1 in the IRVU
Philemon 1 in the ISVN
Philemon 1 in the JSNT
Philemon 1 in the KAPI
Philemon 1 in the KBT1ETNIK
Philemon 1 in the KBV
Philemon 1 in the KJV
Philemon 1 in the KNFD
Philemon 1 in the LBA
Philemon 1 in the LBLA
Philemon 1 in the LNT
Philemon 1 in the LSV
Philemon 1 in the MAAL
Philemon 1 in the MBV
Philemon 1 in the MBV2
Philemon 1 in the MHNT
Philemon 1 in the MKNFD
Philemon 1 in the MNG
Philemon 1 in the MNT
Philemon 1 in the MNT2
Philemon 1 in the MRS1T
Philemon 1 in the NAA
Philemon 1 in the NASB
Philemon 1 in the NBLA
Philemon 1 in the NBS
Philemon 1 in the NBVTP
Philemon 1 in the NET2
Philemon 1 in the NIV11
Philemon 1 in the NNT
Philemon 1 in the NNT2
Philemon 1 in the NNT3
Philemon 1 in the PDDPT
Philemon 1 in the PFNT
Philemon 1 in the RMNT
Philemon 1 in the SBIAS
Philemon 1 in the SBIBS
Philemon 1 in the SBIBS2
Philemon 1 in the SBICS
Philemon 1 in the SBIDS
Philemon 1 in the SBIGS
Philemon 1 in the SBIHS
Philemon 1 in the SBIIS
Philemon 1 in the SBIIS2
Philemon 1 in the SBIIS3
Philemon 1 in the SBIKS
Philemon 1 in the SBIKS2
Philemon 1 in the SBIMS
Philemon 1 in the SBIOS
Philemon 1 in the SBIPS
Philemon 1 in the SBISS
Philemon 1 in the SBITS
Philemon 1 in the SBITS2
Philemon 1 in the SBITS3
Philemon 1 in the SBITS4
Philemon 1 in the SBIUS
Philemon 1 in the SBIVS
Philemon 1 in the SBT
Philemon 1 in the SBT1E
Philemon 1 in the SCHL
Philemon 1 in the SUSU
Philemon 1 in the SUSU2
Philemon 1 in the SYNO
Philemon 1 in the TBIAOTANT
Philemon 1 in the TBT1E
Philemon 1 in the TBT1E2
Philemon 1 in the TFTIP
Philemon 1 in the TFTU
Philemon 1 in the TGNTATF3T
Philemon 1 in the THAI
Philemon 1 in the TNFD
Philemon 1 in the TNT
Philemon 1 in the TNTIK
Philemon 1 in the TNTIL
Philemon 1 in the TNTIN
Philemon 1 in the TNTIP
Philemon 1 in the TNTIZ
Philemon 1 in the TOMA
Philemon 1 in the TTENT
Philemon 1 in the UBG
Philemon 1 in the UGV
Philemon 1 in the UGV2
Philemon 1 in the UGV3
Philemon 1 in the VBL
Philemon 1 in the VDCC
Philemon 1 in the YALU
Philemon 1 in the YAPE
Philemon 1 in the YBVTP
Philemon 1 in the ZBP