Revelation 3 (SNT)
1 ସାର୍ଦି ମଣ୍ଡଲିକେ ଦେକାରକା କର୍ବା ଦୁତ୍କେ ଲେକା । ଏ କବର୍ ମୁଇ ପାଟାଇଲିନି । ପର୍ମେସରର୍ ସାତ୍ଟା ଆତ୍ମା ଆରି ସାତ୍ଟା ତାରା ମର୍ଲଗେ ଆଚେ । ତମର୍ ଚଲାଚଲ୍ତି ମୁଇ ଜାନି । ଲକ୍ମନ୍ ଦେକ୍ବା ଇସାବେ, ତମେ ଆତ୍ମାଇ ଜିବନ୍ ଆଚାସ୍ । ମାତର୍ ପର୍ମେସର୍ ଦେକ୍ବା ଇସାବେ ମରିଆଚାସ୍ । 2 ତେବର୍ପାଇ ସଇଲାତେଇଅନି ଉଟା । ତମର୍ ଦୁର୍ବଲ୍ ବିସ୍ବାସ୍ ଡାଟ୍ କରା । ନଇଲେ ସେଟା ପୁରାପୁରୁନ୍ ମରିଜାଇସି । କାଇକେବଇଲେ ମୁଇ ଜାନି ଜେ ପର୍ମେସର୍ ତମର୍ ଟାନେ ସାର୍ଦା ଅଇଲାପାରା ତମର୍ କାମ୍ ସିଦ୍ ଅଏନାଇ । 3 ତମେ ଜନ୍ ସିକିଆ ସିକିଆଚାସ୍, ଆରି ଜନ୍ଟା ସୁନି ଆଚାସ୍, ସେଟା ଏତାଆ । ସେଟା ମାନିକରି ତମର୍ ପାପେଅନି ବାଉଡା । ସଇଲାତେଇଅନି ନ ଉଟ୍ଲେ ମୁଇ ଚର୍ ପାରା ଆସି ତମ୍କେ ଡଣ୍ଡ୍ ଦେବି । ମୁଇ କେଡେବେଲେ ଆଇବି, ସେଟା ତମେ ଜାନିନାପାରାସ୍ । 4 ମାତର୍ ସାର୍ଦିସେ ରଇବା ତମର୍ ବିତ୍ରେ କେତେଲକ୍ ବସ୍ତର୍ ପରିଚଲ୍ କରି ଆଚାସ୍ । ମୁଇ ଆଇବା ଦିନ୍ମନ୍କେ ସୁକଲ୍ ବସ୍ତର୍ ପିନ୍ଦିକରି ମର୍ ସଙ୍ଗ୍ ଇଣ୍ଡ୍ସା । କାଇକେ ବଇଲେ ତମେ ସେଟା କର୍ବାକେ ଅଦିକାର୍ ପାଇ ଆଚୁସ୍ । 5 ଜେ ଜିତ୍ସି ସେ ଏ ରକାମ୍ ସୁକଲ୍ ବସ୍ତର୍ ପିନ୍ଦ୍ସି । ଆରି ମୁଇ ଜିବନ୍ ବଇଲଗେଅନି ଜେନ୍ତିଆଲେ ମିସା ତମର୍ ନାଉଁ ନ ଲିବାଇ । ମର୍ ବାବା ଆରି ତାର୍ ଦୁତ୍ମନର୍ ମୁଆଟେ ତମର୍ ନାଉଁ ମର୍ ଲକ୍ମନ୍ ବଲି ସର୍ପି ଦେବି । 6 ଆତ୍ମା ମଣ୍ଡଲିମନ୍କେ କଇବାଟା ମନ୍ ଦିଆନ୍ ଦେଇ ସୁନା । 7 ପିଲାଦଲ୍ପିଆ ମଣ୍ଡଲିକେ ଦେକାରକା କର୍ବା ଦୁତର୍ ଲଗେ ଲେକା । ଏ କବର୍ ମୁଇ ପାଟାଇଲିନି । ମୁଇ ସୁକଲ୍ ଆରି ସତ୍ । ଦାଉଦ୍ ରାଜାର୍ କୁଚିକାଡି ମର୍ଟାନେ ଆଚେ । ମୁଇ ଉଗାଡ୍ଲେ, କେ ମିସା ଡାବି ନାପାରତ୍ । ଆରି ମୁଇ ଡାବ୍ଲେ କେ ମିସା ଉଗାଡି ନାପାରତ୍ । 8 ମୁଇ ତମର୍ ଚଲାଚଲ୍ତି ଜାନି । ତମ୍କେ ଅଲପ୍ ସେ ବପୁ ଆଚେବଲି ମିସା ଜାନି । ମାତର୍ ମର୍ ସିକିଆ ତମେ ମାନିଆଚାସ୍ ଆରି ସତ୍ସେ ମର୍ ସିକିଆ ମାନ୍ଲାସ୍ । ତେବର୍ପାଇ ମୁଇ ତମର୍ ମୁଆଟେ ଗଟେକ୍ କାପାଟ୍ ଉଗାଡିଆଚି । ସେଟା କେ ମିସା ଡାବିନାପାରତ୍ । 9 ସୁନା ତମର୍ ବିତ୍ରେ କେତେଟା ଜିଉଦିମନ୍ ସଇତାନର୍ ଦଲେ ମିସିଆଚତ୍ । ମାତର୍ ସେମନ୍ ଜିଉଦିଲକ୍ ନଅତ୍ । ଆଇବା ଗଟେକ୍ ଦିନେ ମୁଇ ସେମନ୍କେ ତମର୍ଟାନେଅନି ମାଣ୍ଡିକୁଟା ଦିଆଇବି । ମୁଇ ତମ୍କେ ଆଲାଦ୍ କଲିନି ବଲି ସେମନ୍ ଜାନ୍ବାଇ । 10 ଦୁକ୍ କସ୍ଟ ଆଇଲାବେଲେ ମୁର୍ଚିକରି ରୁଆ ବଲି ମୁଇ ତିଆର୍ଲାଟା ତମେ ମାନ୍ଲାସ୍ । ସେଟାର୍ପାଇ ଜଗତର୍ ସବୁ ଲକ୍କେ ପରିକା କର୍ବାକେ ଦୁକ୍ କସ୍ଟ ଆଇବା ବେଲାଇଅନି ମୁଇ ମିସା ତମ୍କେ କାଇଟା ନ ଆଇବାକେ ରକିଆ କରି ସଙ୍ଗଇବି । 11 ମୁଇ ଦାପ୍ରେ ଆଇଲିନି । ଜନ୍ ସତ୍ ସିକିଆ ତମେ ପାଇଆଚାସ୍, ସେଟା ମାନିକରି ରୁଆ । ଜେନ୍ତାରି କି ତମର୍ ଇନାମ୍ କେ ମିସା ଚରାଇନେଇ ନାପାରତ୍ । 12 ଜେ ଜିତ୍ସି, ମୁଇ ତାକେ ଆମର୍ ପର୍ମେସରର୍ ମନ୍ଦିରର୍ ମୁଲ୍ଡେଲି କର୍ବି । ଆରି ସେମନ୍ ତେଇଅନି କେବେ ମିସା ଚାଡି ନ ଜାଅତ୍ । ତାକର୍ ଉପ୍ରେ ମୁଇ, ମର୍ ପର୍ମେସରର୍ ନଅରର୍ ନାଉଁ ଆରି ନୁଆ ଜିରୁସାଲମର୍ ନାଉଁ ଲେକ୍ବି । ସେଟା ମର୍ ପର୍ମେସରର୍ ଟାନେଅନି ସର୍ଗେଅନି ଉତ୍ରି ଆଇସି । ତାକର୍ ଉପ୍ରେ ମିସା ମର୍ ନୁଆ ନାଉଁ ଲେକ୍ବି । 13 ଆତ୍ମା ମଣ୍ଡଲିମନ୍କେ କଇବାଟା ମନ୍ ଦିଆନ୍ ଦେଇ ସୁନା । 14 ଲାଉଦିକିଆ ମଣ୍ଡଲିକେ ଦେକାରକା କର୍ବା ଦୁତ୍କେ ଲେକା । ଏ କବର୍ ମୁଇ ପାଟାଇଲିନି । ମୁଇ ଅଇଲିନି, ଆମେନ୍ । ମୁଇ ଅଇଲିନି ସତ୍ ବିସ୍ବାସର୍ ସାକି । ମର୍ଟାନେ ଅନି ପର୍ମେସର୍ ସବୁ ବିସଇ ତିଆର୍କଲା । 15 ମୁଇ ତମର୍ ଚଲାଚଲ୍ତି ଜାନି । ତମେ ବେସି କାକର୍ ନାଇ କି ବେସି ତପ୍ଲାଟା ପାରା ନାଇ, ମାତର୍ ଉସୁମ୍ ପାନିପାରା ଆଚାସ୍ । ତମେ ତପତ୍ ଉଆ, ନଇଲେ କାକର୍ ଉଆ ବଲି ମୁଇ ମନ୍ କଲିନି । 16 ମାତର୍ ତମେ ଉସୁମ୍ ଅଇଲାର୍ ପାଇ ମୁଇ ତମ୍କେ ତୁକିଦେବି । 17 ତମେ କଇଲାସ୍ନି ମୁଇ ସାଉକାର୍, ମକେ ଜାଇ ଜାଇଟା ଦର୍କାର୍, ସେଟା ମର୍ଲଗେ ଆଚେ । ମାତର୍ ତମେ କେତେକ୍ କାକୁର୍ତି ଅଇଆଚାସ୍, ତମେ ଅର୍କିତ୍, ଡୁମ୍ଣ୍ଡା ଆରି କାଣା, ସେଟା ତମେ ନାଜାନାସ୍ । 18 ମୁଇ ତମ୍କେ ବୁଦି ସିକାଇବି । ମର୍ଟାନେଅନି ସୁନା ଗେନା । ସୁନା ବଇଲେ ଅସ୍ଲି ସୁନା । ଜେନ୍ତାରିକି ତମେ ସତଇସେ ସାଉକାର୍ ଅଇସା । ମର୍ଟାନେଅନି ସୁକଲ୍ ଲୁଗା ଗେନା । ଜେନ୍ତାରି କି ତମେ ଡୁମ୍ଣ୍ଡା ଅଇଲାର୍ ପାଇ ଲାଜ୍ ନ ଉଆସ୍ । ଲାଗାଇଅଇବା ଅସ ମିସା ମର୍ଟାନେଅନି ନିଆ । ସେଟା ତମର୍ ଆଁକିଟାନେ ଲାଗାଆ । ଜେନ୍ତାରିକି ତମେ ଦେକିପାର୍ସା । 19 ମୁଇ ଜେତ୍କି ଲକ୍କେ ଆଲାଦ୍ କଲିନି, ସେ ଲକ୍ମନ୍କେ ଦମ୍କାଇ କରି ଡଣ୍ଡ୍ ଦେଲିନି । ତେବର୍ପାଇ ତମର୍ ପାପେଅନି ବାଉଡା । ଜେନ୍ତାରି କି ସତ୍ ବାବେ ମର୍ବାଟେ ଆଇସା । 20 ଦେକା, ମୁଇ କାପାଟେ ଟିଆଅଇ ମାର୍ଲିନି । ଜେ ଜଦି ମର୍ ମାର୍ବା ସବଦ୍ ସୁନି କାପାଟ୍ ଉଗାଡ୍ଲେ ମୁଇ ବିତ୍ରେ ପୁର୍ବି ଆରି ସେମନର୍ ସଙ୍ଗ୍ କାଇବି । 21 ଜେ ଜିତ୍ସି ମର୍ ଲଗେ ତାକେ ବସାଇ ସାସନ୍ କର୍ବାକେ ଅଦିକାର୍ ଦେବି । ମୁଇ ଜିତ୍ଲି ଆରି ଏବେ ମର୍ ବାବାର୍ ଲଗେ ବସି ସାସନ୍ କଲିନି । 22 ଆତ୍ମା ମଣ୍ଡଲିମନ୍କେ କଇବାଟା ମନ୍ ଦିଆନ୍ ଦେଇ ସୁନା ।
In Other Versions
Revelation 3 in the ANGEFD
Revelation 3 in the ANTPNG2D
Revelation 3 in the AS21
Revelation 3 in the BAGH
Revelation 3 in the BBPNG
Revelation 3 in the BBT1E
Revelation 3 in the BDS
Revelation 3 in the BEV
Revelation 3 in the BHAD
Revelation 3 in the BIB
Revelation 3 in the BLPT
Revelation 3 in the BNT
Revelation 3 in the BNTABOOT
Revelation 3 in the BNTLV
Revelation 3 in the BOATCB
Revelation 3 in the BOATCB2
Revelation 3 in the BOBCV
Revelation 3 in the BOCNT
Revelation 3 in the BOECS
Revelation 3 in the BOGWICC
Revelation 3 in the BOHCB
Revelation 3 in the BOHCV
Revelation 3 in the BOHLNT
Revelation 3 in the BOHNTLTAL
Revelation 3 in the BOICB
Revelation 3 in the BOILNTAP
Revelation 3 in the BOITCV
Revelation 3 in the BOKCV
Revelation 3 in the BOKCV2
Revelation 3 in the BOKHWOG
Revelation 3 in the BOKSSV
Revelation 3 in the BOLCB
Revelation 3 in the BOLCB2
Revelation 3 in the BOMCV
Revelation 3 in the BONAV
Revelation 3 in the BONCB
Revelation 3 in the BONLT
Revelation 3 in the BONUT2
Revelation 3 in the BOPLNT
Revelation 3 in the BOSCB
Revelation 3 in the BOSNC
Revelation 3 in the BOTLNT
Revelation 3 in the BOVCB
Revelation 3 in the BOYCB
Revelation 3 in the BPBB
Revelation 3 in the BPH
Revelation 3 in the BSB
Revelation 3 in the CCB
Revelation 3 in the CUV
Revelation 3 in the CUVS
Revelation 3 in the DBT
Revelation 3 in the DGDNT
Revelation 3 in the DHNT
Revelation 3 in the DNT
Revelation 3 in the ELBE
Revelation 3 in the EMTV
Revelation 3 in the ESV
Revelation 3 in the FBV
Revelation 3 in the FEB
Revelation 3 in the GGMNT
Revelation 3 in the GNT
Revelation 3 in the HARY
Revelation 3 in the HNT
Revelation 3 in the IRVA
Revelation 3 in the IRVB
Revelation 3 in the IRVG
Revelation 3 in the IRVH
Revelation 3 in the IRVK
Revelation 3 in the IRVM
Revelation 3 in the IRVM2
Revelation 3 in the IRVO
Revelation 3 in the IRVP
Revelation 3 in the IRVT
Revelation 3 in the IRVT2
Revelation 3 in the IRVU
Revelation 3 in the ISVN
Revelation 3 in the JSNT
Revelation 3 in the KAPI
Revelation 3 in the KBT1ETNIK
Revelation 3 in the KBV
Revelation 3 in the KJV
Revelation 3 in the KNFD
Revelation 3 in the LBA
Revelation 3 in the LBLA
Revelation 3 in the LNT
Revelation 3 in the LSV
Revelation 3 in the MAAL
Revelation 3 in the MBV
Revelation 3 in the MBV2
Revelation 3 in the MHNT
Revelation 3 in the MKNFD
Revelation 3 in the MNG
Revelation 3 in the MNT
Revelation 3 in the MNT2
Revelation 3 in the MRS1T
Revelation 3 in the NAA
Revelation 3 in the NASB
Revelation 3 in the NBLA
Revelation 3 in the NBS
Revelation 3 in the NBVTP
Revelation 3 in the NET2
Revelation 3 in the NIV11
Revelation 3 in the NNT
Revelation 3 in the NNT2
Revelation 3 in the NNT3
Revelation 3 in the PDDPT
Revelation 3 in the PFNT
Revelation 3 in the RMNT
Revelation 3 in the SBIAS
Revelation 3 in the SBIBS
Revelation 3 in the SBIBS2
Revelation 3 in the SBICS
Revelation 3 in the SBIDS
Revelation 3 in the SBIGS
Revelation 3 in the SBIHS
Revelation 3 in the SBIIS
Revelation 3 in the SBIIS2
Revelation 3 in the SBIIS3
Revelation 3 in the SBIKS
Revelation 3 in the SBIKS2
Revelation 3 in the SBIMS
Revelation 3 in the SBIOS
Revelation 3 in the SBIPS
Revelation 3 in the SBISS
Revelation 3 in the SBITS
Revelation 3 in the SBITS2
Revelation 3 in the SBITS3
Revelation 3 in the SBITS4
Revelation 3 in the SBIUS
Revelation 3 in the SBIVS
Revelation 3 in the SBT
Revelation 3 in the SBT1E
Revelation 3 in the SCHL
Revelation 3 in the SUSU
Revelation 3 in the SUSU2
Revelation 3 in the SYNO
Revelation 3 in the TBIAOTANT
Revelation 3 in the TBT1E
Revelation 3 in the TBT1E2
Revelation 3 in the TFTIP
Revelation 3 in the TFTU
Revelation 3 in the TGNTATF3T
Revelation 3 in the THAI
Revelation 3 in the TNFD
Revelation 3 in the TNT
Revelation 3 in the TNTIK
Revelation 3 in the TNTIL
Revelation 3 in the TNTIN
Revelation 3 in the TNTIP
Revelation 3 in the TNTIZ
Revelation 3 in the TOMA
Revelation 3 in the TTENT
Revelation 3 in the UBG
Revelation 3 in the UGV
Revelation 3 in the UGV2
Revelation 3 in the UGV3
Revelation 3 in the VBL
Revelation 3 in the VDCC
Revelation 3 in the YALU
Revelation 3 in the YAPE
Revelation 3 in the YBVTP
Revelation 3 in the ZBP