Revelation 6 (SNT)
1 ତାର୍ପଚେ ସେ ମେଣ୍ଡାପିଲା ସାତ୍ଟା ସିଲ୍ ବିତ୍ରେ ପର୍ତୁମ୍ ସିଲ୍ ବାଙ୍ଗାଇବାଟା ମୁଇ ଦେକ୍ଲି । ଚାର୍ଟା ଜିବନ୍ ରଇବା ପସୁମନର୍ ବିତ୍ରେଅନି ଗଟେକ୍ ପସୁ ଗଡ୍ଗଡି ସବଦ୍ପାରା କରି ମକେ କଇଲା “ ଆଉ ।” 2 ତେଇ ମୁଇ ଦେକ୍ଲି, ଆରି ଏଦେ ଦେକା ! ଗଟେକ୍ ଦବ୍ଲା ଗଡା ଡିସ୍ଲା । ତାକେ ଚାଲାଇବା ଲକର୍ ଆତେ ଦୁନୁ ରଇଲା । ତାକେ ଗଟେକ୍ ମୁକୁଟ୍ ଦିଆ ଅଇଲା । ସେ ତାର୍ ସତ୍ରୁମନ୍କେ ଆରାଇବାକେ ଦାପ୍ରେ ଗାଲା । 3 ସେ ମେଣ୍ଡାପିଲା ଦୁଇ ଲମର୍ ସିଲ୍ ବାଙ୍ଗାଇଲା । ଆରି ସେ ଦୁଇ ଲମର୍ ଜିବନ୍ ରଇବା ପସୁ ମକେ କଇଲା “ଆଉ ।” 4 ଆରି ଏଦେ ଦେକା ! ଆରିଗଟେକ୍ ରଙ୍ଗ୍ ରଇବା ଗଡା ବାରଇଲା । ଜଗତେ ଜୁଇଦ୍ କରାଇବାକେ ସେ ଗଡା ଚାଲାଉକେ ଦିଆଅଇରଇଲା । ଜେନ୍ତାରିକି, ଲକ୍ମନ୍ ତାକର୍ ତାକର୍ ବିତ୍ରେ ମାରାମାରିଅଇ ମର୍ବାଇ । ତାକେ ଗଟେକ୍ ବଡେଟା କାଣ୍ଡା ଦିଆଅଇଲା । 5 ତାର୍ପଚେ ସେ ମେଣ୍ଡାପିଲା ତିନ୍ ଲମର୍ ସିଲ୍ ବାଙ୍ଗାଇଲା । ତିନ୍ ଲମର୍ ଜିବନ୍ ରଇବା ପସୁ ମକେ କଇଲା “ଆଉ ।” ମୁଇ ଦେକ୍ଲି ଆରି ଏଦେ ଦେକା ! ଆରି ଗଟେକ୍ କାଲିଆ ଗଡା ଡିସ୍ଲା । ସେ ଗଡା ଚାଲାଉର୍ ଆତେ ଗଟେକ୍ ତୁଲ୍ବା କେଜି ରଇଲା । 6 ଚାରିଟା ଜିବନ୍ ରଇବା ପସୁମନ୍ କଇତେରଇଲାଇ “ଦିନେକର୍ ବୁତିକେ ମାନେକ୍ ମୁଣ୍ଡିଆ ଆରି ଦିନେକର୍ ବୁତିକେ ତିନ୍ ମାନ୍ ଦାନ୍ । ମାତର୍ ଅଙ୍ଗୁର୍ ବାଡ୍ ଆରି ଜିତ୍ ଗଚ୍ ନସାଇବାର୍ନାଇ ।” 7 ତାର୍ପଚେ ସେ ମେଣ୍ଡାପିଲା ଚାରି ଲମର୍ ସିଲ୍ ବାଙ୍ଗାଇଲା । ଆରି ଚାରି ଲମର୍ ଜିବନ୍ ରଇବା ପସୁ ମକେ “ ଆଉ !” ବଲି କଇଲା । 8 ତେଇ ମୁଇ ଦେକ୍ଲି, ଏଦେ ଦେକା ! ଗଟେକ୍ ଚାରୁଆ ଗଡା ଡିସ୍ଲା । ଗଡା ଚାଲାଉ ଅଇଲାନି ମରନ୍ ଆରି ଡୁମାମନର୍ ରାଇଜ୍ । ସେ ପଚେ ପଚେ ଆଇତେରଇଲା । ସେମନ୍କେ ଏ ଜଗତର୍ ଚାରିବାଗେ ଅନି ଗଟେକ୍ ବାଗ୍ ଉପ୍ରେ ଅଦିକାର୍ ଦେଇତେରଇଲା । ତେଇ ଜୁଇଦର୍ ଲାଗି, ମର୍ଡିର୍ ଲାଗି, ରଗର୍ ଲାଗି ଆରି ଡଙ୍ଗରର୍ ପସୁର୍ ଲାଗି ମରାଇବାକେ ଅଦିକାର୍ ଦେଲା । 9 ତାର୍ପଚେ ମେଣ୍ଡାପିଲା ପାଁଚ୍ ଲମର୍ ସିଲ୍ ବାଙ୍ଗାଇଲା । ଆରି ଏଦେ ଦେକା ! ବେଦିର୍ ତଲ୍ବାଟେ ସତ୍ବାବେ ସାକି ଦେଲାର୍ପାଇ ଆରି ପର୍ମେସରର୍ ବାକିଅ ଜାନାଇଲାର୍ପାଇ ଜନ୍ ଲକ୍ମନ୍ ମରାଇ ଅଇରଇଲାଇ ତାକର୍ ଆତ୍ମାମନ୍କେ ଦେକ୍ଲି । 10 ସେମନ୍ ଆଉଲି ଅଇକରି କଇଲାଇ “ଏ ମାପ୍ରୁ ପର୍ମେସର୍ ଜେ କି ସବୁର୍ଟାନେଅନି ବପୁର୍ଟା । ତୁଇ ସୁକଲ୍ ଆରି ସତ୍ । ଆମ୍କେ ମରାଇଲା ଲକ୍କେ ବିଚାର୍କରି ଡଣ୍ଡ୍ ଦେବାକେ ଆମେ ଆରି କେତେକ୍ ଦିନ୍ ଜାଗ୍ବୁ ?” 11 ସେମନ୍କେ ସବୁକେ ଗଟେକ୍ ଗଟେକ୍ ଦବ୍ ବସ୍ତର୍ ଦିଆଅଇରଇଲା । ତାକର୍ ସଙ୍ଗେ ରଇବା ଦାଙ୍ଗ୍ଡାମନ୍କେ ଆରି ବାଇମନ୍କେ ତାକର୍ ପାରାସେ ମରାଇଅଇସି । ଜେତ୍କି ଲକ୍ ଅଇବା କାତା, ସେତ୍କି ଲକ୍ ପୁରାପୁରୁନ୍ ନ ଅଇବାଜାକ ସେମନ୍କେ ଆରି କେତେଦିନ୍ ପୁଣ୍ଡିରଇବାକେ କୁଆ ଅଇଲା । 12 ଆରି ଏଦେ ଦେକା ! ମେଣ୍ଡା ପିଲା ଚଅ ଲମର୍ ସିଲ୍ ବାଙ୍ଗାଇବାଟା ମୁଇ ଦେକ୍ଲି । ତେଇ ଦର୍ତନି ଜବର୍ଅଇତେ ଚୁଲ୍ବୁଲ୍ଲା । ବେଲ୍ କାଲିଆ ଅଇ କର୍କର୍ସା ରଇବା ଲୁଗାପାରା ଅଇଗାଲା ଆରି ଜନ୍ ବନି ପାରା ପୁରାପୁରୁନ୍ ରଙ୍ଗ୍ ଅଇଗାଲା । 13 ଜବର୍ ପବନ୍ ଆସି ଗଟେକ୍ ଡୁମ୍ରି ଗଚ୍ ଦୁନିଅଇଲେ ଜେନ୍ତାରି ନ ପାଚ୍ଲା ଡୁମ୍ରି ତଲେ ଅଦର୍ସି, ସେନ୍ତାରିସେ ବାଦଲର୍ ତାରାମନ୍ ଦର୍ତନି ଉପ୍ରେ ଅଦର୍ଲାଇ । 14 ବାଦଲ୍ ଦୁଇପଡା ଅଇଗାଲା ଆରି କାଗଜ୍ପାରା ଗୁଡିଆଇଅଇଲା । ଗଟେକ୍ ଗଟେକ୍ ଡଙ୍ଗର୍ ଆରି ଚାରିବେଟ୍ତି ପାନିରଇ ମଜାଇ ରଇବା ସୁକ୍ଲା ଜାଗା ତାର୍ ଜାଗାଇ ଅନି ଅସକ୍ଲାଇ । 15 ତାର୍ପଚେ ଏ ଜଗତର୍ ରାଜାମନ୍, ସାସନ୍କାରିଆମନ୍, ସନିଅର୍ ନେତାମନ୍, ସାଉକାର୍ ଆରି ବେସି ବପୁରଇବା ଲକ୍ମନ୍, ବନ୍ଦିରଇବା ଆରି ମୁକ୍ଲିରଇବା ଲକ୍ମନ୍ ସେନ୍ତାରି ସବୁଲକ୍ମନ୍ ପାଆରେ ଆରି ଡଙ୍ଗ୍ରେ ରଇବା ବଡ୍ ପାକ୍ନା ତଲେ ଜାଇ ଲୁଚ୍ଲାଇ । 16 ସେମନ୍ ଆମ୍କେ ଦୟା କର୍ ବଲି ବାବୁଜିଆ କଲାଇ । ଆରି ଡଙ୍ଗର୍ମନ୍କେ ଆରି ପାକ୍ନାମନ୍କେ ଆଉଲିଅଇକରି କଇଲାଇ, “ଆମର୍ ଉପ୍ରେ ଅଦ୍ରା ଆରି ଆମ୍କେ ଆଡୁକା ଉଆ । ଜେନ୍ତାରି କି ଜେ ବସ୍ବା ଜାଗାଇ ବସିଆଚେ, ସେ ଆମ୍କେ ନ ଦେକେ । ଆରି ମେଣ୍ଡାର୍ ବଡ୍ ରିସାଇଅନି ଆମେ ରକିଆ ପାଇବୁ । 17 କାଇକେବଇଲେ ତାର୍ ରିସା ବେସି ରିସାର୍ ଦିନ୍ ଆଇଲାଆଚେ । ଆରି ଆମେ ସେଟା ମୁର୍ଚିରଇ ନାପାରୁ ।”
In Other Versions
Revelation 6 in the ANGEFD
Revelation 6 in the ANTPNG2D
Revelation 6 in the AS21
Revelation 6 in the BAGH
Revelation 6 in the BBPNG
Revelation 6 in the BBT1E
Revelation 6 in the BDS
Revelation 6 in the BEV
Revelation 6 in the BHAD
Revelation 6 in the BIB
Revelation 6 in the BLPT
Revelation 6 in the BNT
Revelation 6 in the BNTABOOT
Revelation 6 in the BNTLV
Revelation 6 in the BOATCB
Revelation 6 in the BOATCB2
Revelation 6 in the BOBCV
Revelation 6 in the BOCNT
Revelation 6 in the BOECS
Revelation 6 in the BOGWICC
Revelation 6 in the BOHCB
Revelation 6 in the BOHCV
Revelation 6 in the BOHLNT
Revelation 6 in the BOHNTLTAL
Revelation 6 in the BOICB
Revelation 6 in the BOILNTAP
Revelation 6 in the BOITCV
Revelation 6 in the BOKCV
Revelation 6 in the BOKCV2
Revelation 6 in the BOKHWOG
Revelation 6 in the BOKSSV
Revelation 6 in the BOLCB
Revelation 6 in the BOLCB2
Revelation 6 in the BOMCV
Revelation 6 in the BONAV
Revelation 6 in the BONCB
Revelation 6 in the BONLT
Revelation 6 in the BONUT2
Revelation 6 in the BOPLNT
Revelation 6 in the BOSCB
Revelation 6 in the BOSNC
Revelation 6 in the BOTLNT
Revelation 6 in the BOVCB
Revelation 6 in the BOYCB
Revelation 6 in the BPBB
Revelation 6 in the BPH
Revelation 6 in the BSB
Revelation 6 in the CCB
Revelation 6 in the CUV
Revelation 6 in the CUVS
Revelation 6 in the DBT
Revelation 6 in the DGDNT
Revelation 6 in the DHNT
Revelation 6 in the DNT
Revelation 6 in the ELBE
Revelation 6 in the EMTV
Revelation 6 in the ESV
Revelation 6 in the FBV
Revelation 6 in the FEB
Revelation 6 in the GGMNT
Revelation 6 in the GNT
Revelation 6 in the HARY
Revelation 6 in the HNT
Revelation 6 in the IRVA
Revelation 6 in the IRVB
Revelation 6 in the IRVG
Revelation 6 in the IRVH
Revelation 6 in the IRVK
Revelation 6 in the IRVM
Revelation 6 in the IRVM2
Revelation 6 in the IRVO
Revelation 6 in the IRVP
Revelation 6 in the IRVT
Revelation 6 in the IRVT2
Revelation 6 in the IRVU
Revelation 6 in the ISVN
Revelation 6 in the JSNT
Revelation 6 in the KAPI
Revelation 6 in the KBT1ETNIK
Revelation 6 in the KBV
Revelation 6 in the KJV
Revelation 6 in the KNFD
Revelation 6 in the LBA
Revelation 6 in the LBLA
Revelation 6 in the LNT
Revelation 6 in the LSV
Revelation 6 in the MAAL
Revelation 6 in the MBV
Revelation 6 in the MBV2
Revelation 6 in the MHNT
Revelation 6 in the MKNFD
Revelation 6 in the MNG
Revelation 6 in the MNT
Revelation 6 in the MNT2
Revelation 6 in the MRS1T
Revelation 6 in the NAA
Revelation 6 in the NASB
Revelation 6 in the NBLA
Revelation 6 in the NBS
Revelation 6 in the NBVTP
Revelation 6 in the NET2
Revelation 6 in the NIV11
Revelation 6 in the NNT
Revelation 6 in the NNT2
Revelation 6 in the NNT3
Revelation 6 in the PDDPT
Revelation 6 in the PFNT
Revelation 6 in the RMNT
Revelation 6 in the SBIAS
Revelation 6 in the SBIBS
Revelation 6 in the SBIBS2
Revelation 6 in the SBICS
Revelation 6 in the SBIDS
Revelation 6 in the SBIGS
Revelation 6 in the SBIHS
Revelation 6 in the SBIIS
Revelation 6 in the SBIIS2
Revelation 6 in the SBIIS3
Revelation 6 in the SBIKS
Revelation 6 in the SBIKS2
Revelation 6 in the SBIMS
Revelation 6 in the SBIOS
Revelation 6 in the SBIPS
Revelation 6 in the SBISS
Revelation 6 in the SBITS
Revelation 6 in the SBITS2
Revelation 6 in the SBITS3
Revelation 6 in the SBITS4
Revelation 6 in the SBIUS
Revelation 6 in the SBIVS
Revelation 6 in the SBT
Revelation 6 in the SBT1E
Revelation 6 in the SCHL
Revelation 6 in the SUSU
Revelation 6 in the SUSU2
Revelation 6 in the SYNO
Revelation 6 in the TBIAOTANT
Revelation 6 in the TBT1E
Revelation 6 in the TBT1E2
Revelation 6 in the TFTIP
Revelation 6 in the TFTU
Revelation 6 in the TGNTATF3T
Revelation 6 in the THAI
Revelation 6 in the TNFD
Revelation 6 in the TNT
Revelation 6 in the TNTIK
Revelation 6 in the TNTIL
Revelation 6 in the TNTIN
Revelation 6 in the TNTIP
Revelation 6 in the TNTIZ
Revelation 6 in the TOMA
Revelation 6 in the TTENT
Revelation 6 in the UBG
Revelation 6 in the UGV
Revelation 6 in the UGV2
Revelation 6 in the UGV3
Revelation 6 in the VBL
Revelation 6 in the VDCC
Revelation 6 in the YALU
Revelation 6 in the YAPE
Revelation 6 in the YBVTP
Revelation 6 in the ZBP